Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇଦିନିଆ ଭୁବନେଶ୍ବର ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି: ସୁରକ୍ଷା ବ୍ୟବସ୍ଥା କଡାକଡି
ଆଜିର ଖବର

ଦୁଇଦିନିଆ ଭୁବନେଶ୍ବର ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି: ସୁରକ୍ଷା ବ୍ୟବସ୍ଥା କଡାକଡି

January 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଇଦିନିଆ ଭୁବନେଶ୍ବର ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି: ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର: ସିଙ୍ଗାପୁର ରାଷ୍ଟ୍ରପତି ଥରମାନ ଶନମୁଗାରତ୍ନମ୍ ଆସନ୍ତାକାଲି ଦୁଇ ଦିନିଆ ଭୁବନେଶ୍ବର ଗସ୍ତରେ ଆସୁଛନ୍ତି। ସେ ୧୭ ତାରିଖରେ ଆସି ୧୮ ତାରିଖରେ ଫେରିଯିବେ। ଏହି ଗସ୍ତ ପାଇଁ କମିଶନରେଟ ପୋଲିସ ଦ୍ୱାରା ଉଚ୍ଚ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସ୍ଥାନରେ ସୁରକ୍ଷା ବନ୍ଦୋବସ୍ତ ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ପ୍ରଥମ ଦିନ କୁଆଡେ ଯିବେ

ସିଙ୍ଗାପୁର ରାଷ୍ଟ୍ରପତି ୧୭ ଜାନୁଆରୀ ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ହୋଟେଲ ୱେଲକମକୁ ଯିବା ପରେ ଅପରାହ୍ନ ୪ ଟାରୁ ୫:୩୦ ପର‌୍ୟ୍ୟନ୍ତ ମଞ୍ଚେଶ୍ୱର ଥିବା ୱାର୍ଲଡ୍ ସ୍କିଲ୍ ସେଣ୍ଟରକୁ ପରିଦର୍ଶନ କରିବେ। ସନ୍ଧ୍ୟା ୭:୨୦ରେ ସେ କଳାଭୂମିକୁ ଯାଇ ସଂସ୍କୃତିକ କାର‌୍ୟ୍ୟକ୍ରମରେ ଭାଗ ନେବେ।

ଦ୍ବିତୀୟ ଦିନରେ କୁଆଡେ ଯିବେ

୧୮ ତାରିଖ ଅପରାହ୍ନ ୨:୩୦ରେ ସେ ଭୁବନେଶ୍ୱରରୁ ଭରତପୁରରେ ଥିବା ଭାରତ ବାୟୋଟେକକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପୋଲିସ ପକ୍ଷରୁ କାର୍କେଡ୍ ରିହଲସଲ ସହ ସମସ୍ତ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଇଛି।

ଥରମାନ ଶନମୁଗାରତ୍ନମ୍ ସିଙ୍ଗାପୁର ରାଷ୍ଟ୍ରପତି ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଲକ୍ଷ ଲକ୍ଷ ଏସଏସଜି ମହିଳା ସଦସ୍ୟଙ୍କ ସହ ଆଲୋଚନା କଲେ କେନ୍ଦ୍ର ମନ୍ତ୍ରୀ

August 7, 2025

ଏମ୍.ଏସ୍. ସ୍ୱାମୀନାଥନ୍‌ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

August 7, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ରେଡ୍ ରନ୍ (୩.୦) ମାରାଥନ

August 7, 2025

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ପାଳନ ହେଲା ବିଶ୍ଵ ସ୍ତନ୍ୟପାନ ସପ୍ତାହ

August 7, 2025
Latest News

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଲକ୍ଷ ଲକ୍ଷ ଏସଏସଜି ମହିଳା ସଦସ୍ୟଙ୍କ ସହ ଆଲୋଚନା କଲେ କେନ୍ଦ୍ର ମନ୍ତ୍ରୀ

August 7, 2025

ଏମ୍.ଏସ୍. ସ୍ୱାମୀନାଥନ୍‌ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

August 7, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ରେଡ୍ ରନ୍ (୩.୦) ମାରାଥନ

August 7, 2025

ନାଚୁଣୀ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସ: ଆଗାମୀ ଭବିଷ୍ୟତଙ୍କୁ ସମ୍ବୋଧିତ କଲେ ଆଇନ ମନ୍ତ୍ରୀ

August 7, 2025

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ପାଳନ ହେଲା ବିଶ୍ଵ ସ୍ତନ୍ୟପାନ ସପ୍ତାହ

August 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.