Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇଦିନିଆ ଓଡିଶା ଗସ୍ତରେ ଆସିଲେ ସିଙ୍ଗାପୁର ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ
ଆଜିର ଖବର

ଦୁଇଦିନିଆ ଓଡିଶା ଗସ୍ତରେ ଆସିଲେ ସିଙ୍ଗାପୁର ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

January 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଇଦିନିଆ ଓଡିଶା ଗସ୍ତରେ ଆସିଲେ ସିଙ୍ଗାପୁର ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ମିଷ୍ଟର ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି । ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ପ୍ରମୁଖ ସ୍ବାଗତ କରିଥିଲେ। ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି ଭୁବନେଶ୍ୱରର ୱାର୍ଲ୍‍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିବା ସହିତ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ତାଙ୍କ ସହିତ ବିଭିନ୍ନ କ୍ଷେତ୍ରରେ ସମ୍ପର୍କ ସୁଦୃଢ କରିବା ପାଇଁ ଆଲୋଚନା କରିବେ । ବିଶେଷ କରି ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍‍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ରହିଛି ।

ସିଙ୍ଗାପୁର ସରକାରଙ୍କ ସହିତ ଓଡିଶା ସରକାରଙ୍କ ଅନେକ ଗୁ଼ଡିଏ MoU ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହା ଦ୍ୱାରା ଓଡିଶାରେ ପୁଞ୍ଜି ନିବେଶ ହେବ।

ମୋହନ ମାଝୀ ସିଙ୍ଗାପୁର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026
Latest News

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.