Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଖରୀରେ କାର୍ ବୁଡି ଜୀବନ ବୀମା ଶାଖା ପରିଚାଳକଙ୍କ ମୃତ୍ୟୁ, ଅନ୍ୟ ଜଣେ ଆହତ
ଆଜିର ଖବର

ପୋଖରୀରେ କାର୍ ବୁଡି ଜୀବନ ବୀମା ଶାଖା ପରିଚାଳକଙ୍କ ମୃତ୍ୟୁ, ଅନ୍ୟ ଜଣେ ଆହତ

January 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅର୍ନ୍ତଗତ ବାହାରପୁର ଗ୍ରାମର ଶିବ ମନ୍ଦିର ପୋଖରୀ ଭିତରକୁ ଏକ ମୋଟର କାର ଖସି ଆସ୍କା ଜୀବନ ବୀମା ଶାଖା ପରିଚାଳକ ହିମାଂଶୁ ମହାପାତ୍ରଙ୍କର ମୃତ୍ୟୁ ଘଟିଥିଲା ବେଳେ ଉନ୍ନୟନ ଅଧିକାରୀ ସୁଧାଂଶୁ ଶେଖର ସାହୁ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ ଉକ୍ତ ଗ୍ରାମର ସୁଦାମ ଚରଣ ଦାସ ନାମକ ଜଣେ ଜୀବନ ବୀମା ଏଜେଣ୍ଟଙ୍କର ଏକ ଭୋଜି କାର୍ଯ୍ୟରେ ଯୋଗ ଦେଇ ଉକ୍ତ ଦୁଇ ଫେରିବା ପାଇଁ କାର୍ କୁ ପଛକୁ ନେଉଥିବା ବେଳେ ପୋଖରୀ ଭିତରକୁ ଖସି ଯାଇଥିଲା। ଘଟଣାସ୍ଥଳରେ ଉପସ୍ଥିତ କିଛି ଲୋକ ବଡ଼ ବଡ ବଲା ଜରିଆରେ ଉକ୍ତ ଦୁଇ ଅଧିକାରୀଙ୍କୁ ବାହାର କରି ଚିକିତ୍ସା ପାଇଁ ଧରାକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ହିମାଂଶୁ ମହାପାତ୍ରଙ୍କୁ ମୃତ ଘୋଷଣା କରିଥିଲେ ଓ ପ୍ରାଥମିକ ଚିକିତ୍ସାପରେ ସୁଧାଂଶୁଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ପୋଲିସ, ଆସ୍କା ଜୀବନ ବୀମା କାର୍ଯ୍ୟାଳୟ କର୍ମଚାରୀ ଓ ଏଜେଣ୍ଟ୍ ମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

February 28, 2026
Latest News

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.