Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି: ପ୍ରଧାନମନ୍ତ୍ରୀ
ଆଜିର ଖବର

ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି: ପ୍ରଧାନମନ୍ତ୍ରୀ

January 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି,ପିକ୍ସେଲସ୍ପେସ ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି। ଶ୍ରୀ ମୋଦୀ କହିଛନ୍ତି, ଏହା ଅନ୍ତରୀକ୍ଷ ଉଦ୍ୟୋଗରେ ଆମର ଘରୋଇ କ୍ଷେତ୍ର ପରିବ୍ୟାପ୍ତର ଦକ୍ଷତାକୁ ଦର୍ଶାଉଛି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପିକ୍ସେଲସ୍ପେସ @PixxelSpace ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି ଏବଂ ଏହା ଅନ୍ତରୀକ୍ଷ ଉଦ୍ୟୋଗରେ ଆମର ଘରୋଇ କ୍ଷେତ୍ର ପରିବ୍ୟାପ୍ତର ଦକ୍ଷତାକୁ ମଧ୍ୟ ସୂଚାଉଛି।”

ନରେନ୍ଦ୍ର ମୋଦୀ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

Zee Sarthak Bhagyarekha: ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ରେ ଆସିଲା ବିବାହ ଋତୁ

December 4, 2025

Odisha Rail Projects: ଓଡିଶାରେ କଣ ବଡ ରେଳ ପ୍ରକଳ୍ପ ଚାଲିଛି, ଗୃହକୁ ସୂଚନା ଦେଲେ ରେଳମନ୍ତ୍ରୀ

December 4, 2025

India Navy Day: ଆଜି ପାଳନ ହେଉଛି ନୌସେନା ଦିବସ, କେରଳରେ ବଡ ପ୍ରସ୍ତୁତି

December 4, 2025

ଆଜିଠାରୁ ଆରମ୍ଭ ହେବ ୧୦୦ ଦିନିଆ ବାଲ୍ୟବିବାହ ମୁକ୍ତ ଭାରତ ଅଭିଯାନ, ଜାଣନ୍ତୁ କଣ ହେବ

December 4, 2025
Latest News

ନଦୀ ଗର୍ଭରୁ ମିଳିଲା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ନିଖୋଜ ଉଦିତଙ୍କ ମରଶରୀର, ଶୋକର ଛାୟା

December 4, 2025

Zee Sarthak Bhagyarekha: ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ରେ ଆସିଲା ବିବାହ ଋତୁ

December 4, 2025

Odisha Rail Projects: ଓଡିଶାରେ କଣ ବଡ ରେଳ ପ୍ରକଳ୍ପ ଚାଲିଛି, ଗୃହକୁ ସୂଚନା ଦେଲେ ରେଳମନ୍ତ୍ରୀ

December 4, 2025

India Navy Day: ଆଜି ପାଳନ ହେଉଛି ନୌସେନା ଦିବସ, କେରଳରେ ବଡ ପ୍ରସ୍ତୁତି

December 4, 2025

India Russia Summit: ପୁଟିନ ଗସ୍ତରେ ସୁଦୃଢ ହେବ ଭାରତ ଋଷିଆ ବାଣିଜ୍ୟିକ ସଂପର୍କ

December 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.