Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର: ପ୍ରଧାନମନ୍ତ୍ରୀ
ଆଜିର ଖବର

ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର: ପ୍ରଧାନମନ୍ତ୍ରୀ

January 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି, ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର। ଶ୍ରୀ ମୋଦୀ କହିଛନ୍ତି, “ଗତକାଲିର କ୍ୟାବିନେଟ ବୈଠକରେ ପ୍ଲାଣ୍ଟ ପାଇଁ ୧୦ ହଜାର କୋଟି ଟଙ୍କାର ଅଂଶଧନ ସହାୟତା ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଛି।”

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର ଭାବେ ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ରହିଛି। ଗତକାଲିର କ୍ୟାବିନେଟ ବୈଠକରେ ପ୍ଲାଣ୍ଟ ପାଇଁ ୧୦ ହଜାର କୋଟି ଟଙ୍କାର ଅଂଶଧନ ସହାୟତା ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଛି। ଆତ୍ମନିର୍ଭର ଭାରତ ନିର୍ମାଣରେ ଇସ୍ପାତ କ୍ଷେତ୍ରର ମହତ୍ୱକୁ ଦେଖି ଏହି ନିଷ୍ପତ୍ତି ନିଆଯାଇଛି।”

ଆନ୍ଧ୍ର ପ୍ରଦେଶ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ 26 ତାରିଖ ମଙ୍ଗଳବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2025

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025
Latest News

ଆଜି ଅଗଷ୍ଟ 26 ତାରିଖ ମଙ୍ଗଳବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2025

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.