Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଭାବରେ ଜୁଆନ୍‌ ଗୁଆଡିଓଙ୍କୁ ଗ୍ରୀସ୍‌ର ସମର୍ଥନ
ଆଜିର ଖବର

ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଭାବରେ ଜୁଆନ୍‌ ଗୁଆଡିଓଙ୍କୁ ଗ୍ରୀସ୍‌ର ସମର୍ଥନ

July 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Venezuela's National Assembly head Juan Guaidó waves during a mass opposition rally, during which he declared himself the country's acting president on Jan. 23

ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଭାବରେ ଜୁଆନ୍‌ ଗୁଆଡିଓଙ୍କୁ ସମର୍ଥନ ଜଣାଇଛି ଗ୍ରୀସ୍‌ର ନୂତନ ସରକାର। ପୂର୍ବତନ ରାଷ୍ଟ୍ରପତି ନିକୋଲାସ୍‌ ମଦୁରାଓଙ୍କ କାର୍ଯ୍ୟକାଳ ଜୁଲାଇ ୧୨ ତାରିଖରେ ଶେଷ ହେଉଥିବାରୁ ବର୍ତ୍ତମାନ ବିପକ୍ଷ ଦଳର ନେତା ରହିଥିବା ଜୁଆନ୍‌ ଗୁଆଡିଓଙ୍କୁ ଗ୍ରୀସ୍‌ ସମର୍ଥନ ଜଣାଇଛି। ଏହି ସମର୍ଥନ ଉଭୟ ରାଷ୍ଟ୍ର ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବ ଏବଂ ୟୁରୋପିଆନ୍‌ ୟୁନିୟନ୍‌ରେ ମଧ୍ୟରେ ସମ୍ପର୍କକୁ ଦୃଢ କରିବାରେ ସହାୟକ ହେବ ବୋଲି ଗ୍ରୀସ୍‌ ପକ୍ଷରୁ କୁହାଯାଇଛି। ଏହା ସହିତ ଜୁଆନ୍‌ ଗୁଆଡିଓଙ୍କ ପ୍ରାର୍ଥୀତ୍ବକୁ ୫୦ରୁ ଅଧିକ ରାଷ୍ଟ୍ର ସମର୍ଥନ କରିଛନ୍ତି। ବର୍ତ୍ତମାନ ବିପକ୍ଷ ଦଳର ନେତା ରହିଥିବା ଗୁଆଡିଓଙ୍କ ବିପକ୍ଷରେ କଞ୍ଜରଭେଟିଭ୍‌ ଦଳ ପକ୍ଷରୁ କିରିଆକୋସ୍‌ ମିଟ୍‌ସୋଟାକିସ୍‌ ପ୍ରତିଦ୍ବନ୍ଦିତା କରୁଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Latest News

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.