Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଭାବରେ ଜୁଆନ୍‌ ଗୁଆଡିଓଙ୍କୁ ଗ୍ରୀସ୍‌ର ସମର୍ଥନ
ଆଜିର ଖବର

ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଭାବରେ ଜୁଆନ୍‌ ଗୁଆଡିଓଙ୍କୁ ଗ୍ରୀସ୍‌ର ସମର୍ଥନ

July 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Venezuela's National Assembly head Juan Guaidó waves during a mass opposition rally, during which he declared himself the country's acting president on Jan. 23

ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଭାବରେ ଜୁଆନ୍‌ ଗୁଆଡିଓଙ୍କୁ ସମର୍ଥନ ଜଣାଇଛି ଗ୍ରୀସ୍‌ର ନୂତନ ସରକାର। ପୂର୍ବତନ ରାଷ୍ଟ୍ରପତି ନିକୋଲାସ୍‌ ମଦୁରାଓଙ୍କ କାର୍ଯ୍ୟକାଳ ଜୁଲାଇ ୧୨ ତାରିଖରେ ଶେଷ ହେଉଥିବାରୁ ବର୍ତ୍ତମାନ ବିପକ୍ଷ ଦଳର ନେତା ରହିଥିବା ଜୁଆନ୍‌ ଗୁଆଡିଓଙ୍କୁ ଗ୍ରୀସ୍‌ ସମର୍ଥନ ଜଣାଇଛି। ଏହି ସମର୍ଥନ ଉଭୟ ରାଷ୍ଟ୍ର ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବ ଏବଂ ୟୁରୋପିଆନ୍‌ ୟୁନିୟନ୍‌ରେ ମଧ୍ୟରେ ସମ୍ପର୍କକୁ ଦୃଢ କରିବାରେ ସହାୟକ ହେବ ବୋଲି ଗ୍ରୀସ୍‌ ପକ୍ଷରୁ କୁହାଯାଇଛି। ଏହା ସହିତ ଜୁଆନ୍‌ ଗୁଆଡିଓଙ୍କ ପ୍ରାର୍ଥୀତ୍ବକୁ ୫୦ରୁ ଅଧିକ ରାଷ୍ଟ୍ର ସମର୍ଥନ କରିଛନ୍ତି। ବର୍ତ୍ତମାନ ବିପକ୍ଷ ଦଳର ନେତା ରହିଥିବା ଗୁଆଡିଓଙ୍କ ବିପକ୍ଷରେ କଞ୍ଜରଭେଟିଭ୍‌ ଦଳ ପକ୍ଷରୁ କିରିଆକୋସ୍‌ ମିଟ୍‌ସୋଟାକିସ୍‌ ପ୍ରତିଦ୍ବନ୍ଦିତା କରୁଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.