Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଡ଼ଲଫିନ ଗଣନା ଆରମ୍ଭ
ଆଜିର ଖବର

ଚିଲିକାରେ ଡ଼ଲଫିନ ଗଣନା ଆରମ୍ଭ

January 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Dolphin

ଭୁବନେଶ୍ଵର: ସୋମବାରଠାରୁ ଡ଼ଲଫିନ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଅଛି। ପ୍ରଥମ ପର୍ଯ୍ୟାୟରେ ସୋମବାର ସକାଳ ୬ଟାରୁ ଆରମ୍ଭ ହୋଇଥିବା ଗଣନା କାର୍ଯ୍ୟ ମଧ୍ୟାହ୍ନ ୧୨ ଟା ରେ ସରିଛି। ତେବେ ୨୨ ତାରିଖ ପର୍ଯ୍ୟନ୍ତ ଏହି ଡଲଫିନ୍ ଗଣନା ଜାରି ରହିବ। ଚିଲିକା ବନ୍ୟପ୍ରାଣୀ ଡିଭିଜନର ସାତପଡା ଓ ବାଲୁଗାଁ ୨ଟି ରେଞ୍ଜରେ ଚାଲିଛି ଡଲଫିନ ଗଣନା।

ଡଲଫିନ୍ ଗଣନାରେ ୧୮ଟି ଟିମ ନିୟୋଜିତ ହୋଇଥିବା ବେଳେ ଏବଂ ପ୍ରତି ଟିମରେ ୫ ରୁ ୬ ଜଣ ସଦସ୍ୟ ସମେତ ୨ ଜଣ ଡଙ୍ଗା ଚାଳକ ସାମିଲ। ବାଲୁଗାଁ ବଡ଼କୂଳ ରେ ୧୦ ଟିମ ଏବଂ ସାତପଡାରେ ୮ ଟିମ ଡଲଫିନ୍ ଗଣନା ପାଇଁ ନିୟୋଜିତ ହୋଇ ଗଣନା କରୁଛନ୍ତି।

ଜିପିଏସ ସିଷ୍ଟମ ଓ ବାଇନା କୁଲାର ମାଧ୍ୟ୍ୟମରେ ଡଲଫିନ୍ ଗଣନା କରାଯାଉଅଛି। ଡଲଫିନ୍ ଗଣନାରେ ୧୦୦ ରୁ ଉର୍ଦ୍ଧ୍ବ ଗଣନାକାରୀ ସାମିଲ ଥିବା ବେଳେ ଉକ୍ତ ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ସିଡ଼ିଏର କର୍ମଚାରି, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟିର ଛାତ୍ରଛାତ୍ରୀ, ବୋଟ ଆସୋସିଏସନର କାର୍ଯ୍ୟକର୍ତ୍ତା ଏବଂ ସ୍ବେଚ୍ଛାସେବୀ ଆଦି ସାମିଲ ହୋଇଛନ୍ତି।ଗଣନା ସମୟରେ ଚିଲିକାରେ ମସ୍ୟଜୀବି ଓ ଯାତ୍ରୀବାହୀ ଡଙ୍ଗା ଚଳାଚଳ ସମ୍ପୂର୍ଣ୍ଣ ନିଷେଦ୍ଧ କରାଯାଇଅଛି।

chilika Dolphin ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026
Latest News

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.