Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବାଇକ୍ ମୁହମୁହିଁ ଧକ୍କା, ୨ ଶିକ୍ଷକ ମୃତ
ଆଜିର ଖବର

ଦୁଇ ବାଇକ୍ ମୁହମୁହିଁ ଧକ୍କା, ୨ ଶିକ୍ଷକ ମୃତ

January 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗୋଛାପଡା ଥାନା ଡେରାକୁମ୍ପାରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ବାଇକ୍ ରେ ବସିଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଖବର ମିଳିଛି। ମୃତକ ଦୁଇ ଜଣ ହେଲେ ନୂଆପଦର ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ଦାଶ ଓ ଅନ୍ୟ ଜଣେ ସଲାଗୁଡା ଅଞ୍ଚଳର ବିଶ୍ଵମ୍ବର କଂହର ବୋଲି ଜଣାପଡିଛି।

ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ଫୁଲବାଣୀରୁ ଲୁଇସିଂରେ ଏକ ସରକାରୀ ମିଟିଂରେ ଯୋଗଦେବା ପାଇଁ ଯାଉଥିବାବେଳେ ବିଶ୍ଵମ୍ବର ଦ୍ରୁତ ଗତିରେ ବାଇକରେ ଆସି ଭାରସାମ୍ୟ ହରାଇ ପ୍ରଧାନ ଶିକ୍ଷକଙ୍କ ବାଇକକୁ ବାଡେଇ ଦେବା ଫଳରେ ଶ୍ରୀ ଦାଶଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା।

ତେବେ ଅନ୍ୟ ଦୁଇଜଣଙ୍କୁ ମେଡିକାଲ ଅଣା ଯାଇଥିଲା। ମେଡିକଲରେ ବିଶ୍ଵମ୍ବରଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି। ଦୁର୍ଘଟଣା ଖବର ପାଇ ପୋଲିସ ଓ ଆମ୍ବୁଲାନ୍ସ ପହଂଚି ଉଦ୍ଧାର କରିଥିଲା।

ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି। ମୃତ ପ୍ରଧାନ ଶିକ୍ଷକଙ୍କ ପତ୍ନୀ ଗୁମାଗଡ଼ ସ୍କୁଲରେ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଦୁଇ ଶିକ୍ଷକଙ୍କ ଅକାଳ ମୃତ୍ୟୁରେ ଶିକ୍ଷକ ଶିକ୍ଷୟତ୍ରୀ ମହଲରେ ଶୋକର ଛାୟା ଖେଳିଯାଇଛି।

accident death
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026
Latest News

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.