Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାର ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ କିଶୋର କୁମାର ପଣ୍ଡା
ଆଜିର ଖବର

ଖୋର୍ଦ୍ଧାର ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ କିଶୋର କୁମାର ପଣ୍ଡା

January 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ କିଶୋର କୁମାର ପଣ୍ଡା। ୨୦୧୫ ବ୍ୟାଚ ଓଏଏସ ଅଧିକାରୀ ଶ୍ରୀ ପଣ୍ଡା ଏହା ପୁର୍ବରୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଅତିରିକ୍ତ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ଜଣେ ଦକ୍ଷ ପ୍ରଶାସକ ଭାବେ ସେ ବେଶ ଜଣାଶୁଣା।

ଆଜି କାର୍ଯ୍ୟରେ ଯୋଗ ଦେବା ପରେ ତାଙ୍କୁ ଉପ ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ। ଅନୁରୂପ ଭାବେ ଜିଲ୍ଲାର ବହୁ ସରକାରୀ ଅଧିକାରୀ ଏବଂ ଜନସାଧାରଣ ମଧ୍ୟ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ କରିଥିଲେ।

ରାଜ୍ୟର ଖୋର୍ଦ୍ଧା ଏକ ଗୁରୁତ୍ୱପୂର୍ଣ୍ଣ ଉପଖଣ୍ଡ ହୋଇଥିବା ବେଳେ ଏଠାରେ ପ୍ରଶାସନ ପାଇଁ ଏକାଧିକ ଚ୍ୟାଲେଞ୍ଜ ରହିଛି। ଜିଲ୍ଲାରେ ବେଆଇନ ଖଣି କାରବାର, ନିଶା କାରବାର ଆଦିକୁ ରୋକିବା, ବିଭିନ୍ନ ସ୍ଥାନରେ ଜବରଦଖଲ ଉଛେଦ,ଆଇନ ଶୃଙ୍ଖଳା ବଜାୟ ରଖିବା, ଜନସାଧାରଣଙ୍କ ଅଭିଯୋଗ ସମାଧାନ ଆଦି ପ୍ରଥମିକତା ରହିବ ବୋଲି କହିଛନ୍ତି ନୂତନ ଉପ ଜିଲ୍ଲାପାଳ ଶ୍ରୀ ପଣ୍ଡା।

ସୂଚନା ଥାଉକି ଖୋର୍ଦ୍ଧା ପୂର୍ବତନ ଉପ ଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠିଙ୍କ ଢେଙ୍କାନାଳ ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ପଦୋନ୍ନତି ହୋଇଛି।

ଉପ ଜିଲ୍ଲାପାଳ ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026

ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

June 20, 2026

ରାଉରକେଲାରେ ଡବଲ୍ ଏନକାଉଣ୍ଟର

June 20, 2026

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଏହି ୮ ଖେଳାଳି ନିଶ୍ଚିତ!: ଜାଣନ୍ତୁ ତାଲିକା

June 20, 2026
Latest News

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026

ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

June 20, 2026

ରାଉରକେଲାରେ ଡବଲ୍ ଏନକାଉଣ୍ଟର

June 20, 2026

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଏହି ୮ ଖେଳାଳି ନିଶ୍ଚିତ!: ଜାଣନ୍ତୁ ତାଲିକା

June 20, 2026

ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶ୍ୱ ସିକିଲ ସେଲ ସଚେତନତା ଦିବସ ପାଳିତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.