Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Train Accident: ବଗିରେ ନିଆଁ ଲାଗିଯିବା ଗୁଜବ ନେଇ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା
ଆଜିର ଖବର

Train Accident: ବଗିରେ ନିଆଁ ଲାଗିଯିବା ଗୁଜବ ନେଇ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା

January 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଗିରେ ନିଆଁ ଲାଗିଯିବା ଗୁଜବ ନେଇ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା, ବହୁ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା

Train Accident: ମହାରାଷ୍ଟ୍ରର ଜଳଗାଁ ପାର ହେଉଥିବା ଏକ ଟ୍ରେନରେ ଅଗ୍ନିକାଣ୍ଡ ଗୁଜବ ପରେ ଅନେକ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା କରାଯାଉଛି। ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିବା ପରେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରେନ ସେମାନଙ୍କ ଉପରେ ମାଡିଯାଇଛି। ପଚୋରା ନିକଟସ୍ଥ ପରଧାଡେ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଥିବାର ଜଣାପଡିଛି।

ଘଟଣାର ପ୍ରାଥମିକ ପର୍ଯ୍ୟାୟରୁ ଜଣାପଡିଛି ଯେ, ଲକ୍ଷ୍ନୌରୁ ମୁମ୍ବାଇ ମଧ୍ୟରେ ଚାଲୁଥିବା ଏକ ଡେଲି ସୁପରଫାଷ୍ଟ ଏକ୍ସପ୍ରେସ ଟ୍ରେନ ପୁଷ୍ପକ ଏକ୍ସପ୍ରେସ ସନ୍ଧ୍ୟା ପ୍ରାୟ ୫ଟା ସମୟରେ ବଗିରେ ନିଆଁ ଲାଗିଥିବା ଗୁଜବ ସୃଷ୍ଟି ହୋଇଥିଲା।

ଏହାପରେ ଯାତ୍ରୀମାନେ ଚେନ ଟାଣିବା ପରେ ଟ୍ରେନ ଅଟକି ଯାଇଥିଲା। ଏହାପରେ ଯାତ୍ରୀମାନେ ତରବରିଆ ଭାବେ ଟ୍ରେନରୁ ଡେଇଁପଡିଥିଲେ। ସେମାନେ ଅନ୍ୟ ଲାଇନ ଉପରେ ଥିବା ବେଳେ ସେହି ଲାଇନରେ ଆସୁଥିବା କର୍ଣ୍ଣାଟକ ଏକ୍ସପ୍ରେସ ଟ୍ରେନ ତାଙ୍କ ଉପରେ ମାଡି ଯାଇଥିଲା। ତେବେ ମୃତାହତ ସଂଖ୍ୟା ଏ ପର୍ଯ୍ୟନ୍ତ ଜଣାପଡି ନାହିଁ।

Train Accident ଟ୍ରେନ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.