Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦନ୍ନୋତି
ଆଜିର ଖବର

ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦନ୍ନୋତି

January 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦନ୍ନୋତି

ଭୁବନେଶ୍ବର: ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦନ୍ନୋତି ହୋଇଛନ୍ତି। 1995 ମସିହା ବ୍ୟାଚର ଏହି ଆଇଏଏସ ଅଧିକାରୀ ବର୍ତ୍ତମାନ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଅଛନ୍ତି। ଏଥିସହିତ ସେ ଏମଏସଏମଇ ଏବଂ ଇପିକଲର ଅଧ୍ୟକ୍ଷ ମଧ୍ୟ ଅଛନ୍ତି। ବର୍ତ୍ତମାନ ଓଡିଶାରେ ଉତ୍କର୍ଷ ଓଡିଶା ସମ୍ମିଳନୀ ପାଇଁ ବ୍ୟାପକ ଆୟୋଜନ ଚାଲିଛି। ଯାହାର ଦାୟିତ୍ବରେ ଅଛନ୍ତି ହେମନ୍ତ ଶର୍ମା।

ସେହିପରି 1994 ବ୍ୟାଚର ଆଇଏଏସ ରଂଜନା ଚୋପ୍ରାଙ୍କୁ ମଧ୍ୟ ପଦନ୍ନୋତି ଦିଆଯାଇଛି। ସେ ମଧ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ଉନ୍ନତି ହୋଇଛନ୍ତି। ରଂଜନା ବର୍ତ୍ତମାନ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି। ସେ କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗର ଯୁଗ୍ନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

Hemant Sharma ହେମନ୍ତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.