Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ରାଜମହଲ ଛକରେ ସିରିଜ ଦୁର୍ଘଟଣା, ଦୁଇଟି ମୋ ବସ ଓ ଦୁଇଟି କାର ଭିତରେ ପିଟାପିଟି
ଆଜିର ଖବର

ଭୁବନେଶ୍ବର ରାଜମହଲ ଛକରେ ସିରିଜ ଦୁର୍ଘଟଣା, ଦୁଇଟି ମୋ ବସ ଓ ଦୁଇଟି କାର ଭିତରେ ପିଟାପିଟି

January 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର ରାଜମହଲ ଛକରେ ସିରିଜ ଦୁର୍ଘଟଣା, ଦୁଇଟି ମୋ ବସ ଓ ଦୁଇଟି କାର ଭିତରେ ପିଟାପିଟି

ଭୁବନେଶ୍ବର: ଆଜି ରାଜଧାନୀ ରାଜରାସ୍ତାରେ ଏକ ସିରଜ ଦୁର୍ଘଟଣା ଘଟିଯାଇଛି। ଏଥିରେ ଜୀବନ ହାନୀ ଘଟି ନ ଥିଲେ ମଧ୍ୟ ଦୁଇଟି ବସ ଓ ଦୁଇଟି କାର କ୍ଷତିଗସ୍ତ ହୋଇଛି। ଘଟଣାରୁ ଜଣାପଡିଛି ଯେ, ଏକ ଏସି ମୋ ବସ ରାଜମହଲ ଛକରୁ ଯାଉଥିବା ବେଳେ ହଠାତ ବ୍ରେକ ଦେଇଦେଇଥିଲା। ଫଳରେ ପଛରେ ଆସୁଥିବା ଆଉ ଏକ ମୋ ବସ ତାହାକୁ ଧକ୍କା ଦେଇଥିଲା।

ଏହାପରେ ପରେ ସେହି ବସକୁ ଆଉ ଦୁଇଟି କାର ପଛକୁ ପଛ ଧକ୍କା ଦେଇଥିଲେ। ଏହି ଘଟଣାକୁ ନେଇ ସେଠାରେ ଉତ୍ତେଜନା ଲାଗି ରହିଥିଲା। ସରକାରଙ୍କ ମୋ ବସ ବିଭିନ୍ନ ସମୟରେ ଦୁର୍ଘଟଣା ହେଉଥିବାରୁ ଏହି ଉତ୍ତେଜନା ଲାଗି ରହିଥିଲା। ମୋ ବସ ଡ୍ରାଇଭର ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ଥାନୀୟ ଜନସାଧାରଣ ଦାବୀ କରିଥିଲେ।

ମୋ ବସ ରାଜମହଲ ଛକ ସିରିଜ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.