Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଭବନରେ ଜାତୀୟ ମତଦାତା ଦିବସ ଶପଥ ପାଠ
ଆଜିର ଖବର

ରାଜଭବନରେ ଜାତୀୟ ମତଦାତା ଦିବସ ଶପଥ ପାଠ

January 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜଭବନରେ ଜାତୀୟ ମତଦାତା ଦିବସ ଶପଥ ପାଠ

ଭୁବନେଶ୍ୱର: ରାଜଭବନରେ ଜାତୀୟ ମତଦାତା ଦିବସ ସଂପର୍କିତ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଅଭିଷେକ ହଲ୍‌ଠାରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍‌.ବି.ଏସ୍‌. ରାଜପୁତ ରାଜଭବନର ଅଧିକାରୀ/ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ।

ସୂଚନାଯୋଗ୍ୟ ଯେ ପ୍ରତିବର୍ଷ ଜାନୁଆରୀ ୨୫ ତାରିଖ ଦିନ ଜାତୀୟ ମତଦାତା ଦିବସ ପାଳନ ହୋଇଥାଏ । ଚଳିତ ବର୍ଷ ଜାନୁଆରୀ ୨୫ ତାରିଖ ସରକାରୀ ଛୁଟି ପଡ଼ୁଥିବାରୁ ଭାରତର ନିର୍ବାଚନ କମିଶନଙ୍କ ମାର୍ଗଦର୍ଶିକା ଅନୁଯାୟୀ ରାଜଭବନରେ ଚଳିତ ଜାନୁଆରୀ ମାସ ୨୪ ତାରିଖ ଦିନ ଜାତୀୟ ମତଦାତା ଦିବସ ସଂପର୍କିତ ଶପଥ ପାଠ କରାଯାଇଥିଲା ।

ଦେଶର ଗଣତାନ୍ତ୍ରିକ ପରଂପରାର ମର୍ଯ୍ୟାଦା ବଜାୟ ରଖିବା, ମୁକ୍ତ, ଅବାଧ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗାରିମାକୁ ଅକ୍ଷୁର୍ଣ୍ଣ ରଖିବା, ନିର୍ଭୀକ ହୋଇ ଜାତି, ଧର୍ମ, ବର୍ଣ୍ଣ, ଗୋଷ୍ଠୀ, ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନରେ ପ୍ରଭାବିତ ନହୋଇ ପ୍ରତ୍ୟେକ ନିର୍ବାଚନରେ ନିଜ ମତାଧିକାର ସାବ୍ୟସ୍ତ କରିବାକୁ ଅଧିକାରୀ ଓ କର୍ମଚାରୀନେ ଶପଥ ନେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026
Latest News

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.