Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋମାଲିଆରେ ବର୍ବର ଆକ୍ରମଣ : ୧୦ ମୃତ
ଆଜିର ଖବର

ସୋମାଲିଆରେ ବର୍ବର ଆକ୍ରମଣ : ୧୦ ମୃତ

July 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୋମାଲିଆରେ ଏକ ବର୍ବର ଆକ୍ରମଣରେ ୧୦ ଜଣ ବ୍ୟକ୍ତି ନିହତ ହୋଇଛନ୍ତି। ବନ୍ଦର ସହର କିସ୍‌ମାୟୋର ଏକ ହୋଟେଲରେ ଆକ୍ରମଣ ହେବା ସହିତ ଏହି ବର୍ବର କାଣ୍ଡ ଘଟିଛି। ଏହି ଘଟଣାରେ ଦୁଇ ଜଣ ସାମ୍ବାଦିକ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ ୧୩ ଅଜଣା ବନ୍ଧୁକ ଧାରୀ ଆତତାୟୀ ଶନିବାର ସକାଳୁ ହୋଟେଲ ମଧ୍ୟରେ ପ୍ରବେଶ କରି ଆଖିବୁଜା ଗୁଳିଚାଳନା କରିଥିଲେ। ଏହି ଗୁଳିଚାଳନାରେ ଅନ୍ୟୁନ ୧୦ ଜଣ ନିହତ ହୋଇଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆତତାୟୀଙ୍କ ମୁକାବିଲା କରୁଛି। ଆତତାୟୀ ମାନେ ହୋଟେଲ ମଧ୍ୟରେ ଉପସ୍ଥିତ ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ହୋଟେଲରେ ଅନ୍ୟୁନ ୮୦ ରୁ ଅଧିକ ଲୋକ ଫସି ରହିଥିବା ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

C. K. Nayudu Trophy: ସମ୍ବଲପୁରରେ ଖେଳାଯିବ ଓଡିଶା ଓ ହରିୟାଣା ମ୍ୟାଚ

January 22, 2026

ଚାପଯୁକ୍ତ ପାଇପ୍ ଆଧାରିତ ଜଳସେଚନ ପ୍ରକ୍ରିୟା ଆପଣାଇବା ପାଇଁ ଗୋଷ୍ଠୀ ସଚେତନତା

January 22, 2026

କଟକର ମହାନଦୀ ରିଭରଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

January 22, 2026

ଗୀତା ପ୍ରେସ୍ ପ୍ରକାଶିତ ‘କଲ୍ୟାଣ’ ପତ୍ରିକାର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026
Latest News

C. K. Nayudu Trophy: ସମ୍ବଲପୁରରେ ଖେଳାଯିବ ଓଡିଶା ଓ ହରିୟାଣା ମ୍ୟାଚ

January 22, 2026

ଚାପଯୁକ୍ତ ପାଇପ୍ ଆଧାରିତ ଜଳସେଚନ ପ୍ରକ୍ରିୟା ଆପଣାଇବା ପାଇଁ ଗୋଷ୍ଠୀ ସଚେତନତା

January 22, 2026

କଟକର ମହାନଦୀ ରିଭରଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

January 22, 2026

ଗୀତା ପ୍ରେସ୍ ପ୍ରକାଶିତ ‘କଲ୍ୟାଣ’ ପତ୍ରିକାର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଅନୁସୂଚିତ ଜନଜାତି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ନାଲକୋର ପ୍ରୋଜେକ୍ଟ ଇନ୍ଦ୍ରଧନୁଷ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.