Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ରୁ ପୁରୀର ଶ୍ରୀରଥଖଳାକୁ ପଠାଗଲା ଗଲା ୩ଟି ଟ୍ରକରେ ପ୍ରଥମ ରଥକାଠ
ଆଜିର ଖବର

ନୟାଗଡ଼ରୁ ପୁରୀର ଶ୍ରୀରଥଖଳାକୁ ପଠାଗଲା ଗଲା ୩ଟି ଟ୍ରକରେ ପ୍ରଥମ ରଥକାଠ

January 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳରୁ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି। ପରମ୍ପରା ଅନୁଯାୟୀ ରଥକାଠ ବୋଝେଇ ଟ୍ରକ ଗୁଡ଼ିକୁ ପ୍ରଥମେ ଦଶପଲ୍ଲାର ମହାବୀର ମନ୍ଦିର ଏବଂ ପରବର୍ତ୍ତୀ ସମୟରେ ନୟାଗଡ଼ ଜଗନ୍ନାଥ ମନ୍ଦିରଠାରେ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପନ୍ନ କରାଯିବା ପରେ ପୁରୀ ଶ୍ରୀରଥଖଳାକୁ ପଠାଯାଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩ଟି ଟ୍ରକ ଯୋଗେ ୧୦୧ ଖଣ୍ଡ ଅଶନ,ଧଉରା କାଠ ପଠାଯାଇଛି। ସେଥିମଧ୍ୟରୁ ୪୮ଖଣ୍ଡ ଅସନ ଏବଂ ୫୩ଖଣ୍ଡ ଧଉରା ପ୍ରଥମ ପର୍ଯ୍ୟାୟରେ ପୁରୀ ରଥଖଳାକୁ ପଠାଯାଇଛି।

ସୂଚନା ଯୋଗ୍ୟ ଯେ,ଚଳିତ ବର୍ଷ ହେବାକୁ ଥିବା ରଥଯାତ୍ରା ନିମନ୍ତେ ସମୁଦାୟ ୮୬୫ଖଣ୍ଡ ଅସନ,ଧଉରା,ସିମିଳି ଏବଂ ଫାଶିକାଠ ଆବଶ୍ୟକତା ଥିଲା ବେଳେ ଗତବର୍ଷ ୫୧ଖଣ୍ଡ କାଠ ବଳକା ରହିଛି। ଅବଶିଷ୍ଟ ୮୧୪ଖଣ୍ଡ କାଠ ନୟାଗଡ଼ ଜଙ୍ଗଲ ଡ଼ିଭିଜନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସେଥିମଧ୍ୟରୁ ୩୯୬ଖଣ୍ଡ କାଠ କଟକ ଖପୁରିଆରେ ଥିବା କରତ କଳକୁ ପଠାଯିବ। ବାକି ୪୧୮ଖଣ୍ଡ କାଠ ପୁରୀର ଶ୍ରୀରଥଖଳାକୁ ପଠାଯିବ। ଶ୍ରୀପଞ୍ଚମୀ ପୂର୍ବରୁ ସମସ୍ତ କାଠ ଶ୍ରୀରଥଖଳାରେ ପହଞ୍ଚିବା ସହିତ ଅକ୍ଷୟତୃତୀୟାରେ ରଥକାଠ ଅନୁକୂଳ ହେବ।

ଜଗନ୍ନାଥ ମନ୍ଦିର ନୟାଗଡ ପୁରୀ ରଥକାଠ ଶପଲ୍ଲା ବନାଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025
Latest News

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.