Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଢେଙ୍କାନାଳ ଜ଼ିଲ୍ଲାରେ ଚଳିତ ବର୍ଷ ବଢିଛି ଦୁର୍ଘଟଣା, ଜାଣନ୍ତୁ ମୃତ୍ୟୁ ସଂଖ୍ୟା
ଆଜିର ଖବର

ଢେଙ୍କାନାଳ ଜ଼ିଲ୍ଲାରେ ଚଳିତ ବର୍ଷ ବଢିଛି ଦୁର୍ଘଟଣା, ଜାଣନ୍ତୁ ମୃତ୍ୟୁ ସଂଖ୍ୟା

January 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ଆନ୍ଧ୍ର ପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୧୦ ମୃତ

ଭୁବନେଶ୍ଵର: ଢେଙ୍କାନାଳ ଜ଼ିଲ୍ଲା କାର୍ଯ୍ୟାଳୟ ସଦଭାବନା ଗୃହ ଠାରେ ଅତିରିକ୍ତ ଜ଼ିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରୁ ସୂଚନା ମିଳିଛି ଯେ, 2023 ବର୍ଷ ଆପେକ୍ଷା 2024 ବର୍ଷ ରେ ଅଧିକ ବଢିଛି ଦୁର୍ଘଟଣା।

2023 ଜାନୁଆରୀରୁ ଡ଼ିସେମ୍ବର ମଧ୍ୟରେ ଜ଼ିଲ୍ଲାରେ 405 ଦୁର୍ଘଟଣା ଘଟି 185 ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି 2024 ଜାନୁଆରୀରୁ ଡ଼ିସେମ୍ବର ମଧ୍ୟରେ 422 ଦୁର୍ଘଟଣା ଘଟି 198 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 341 ଜଣ ଆହତ ହୋଇଥିଲେ।

ଗତ ବର୍ଷ ଜାନୁଆରୀ, ଏପ୍ରିଲ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ରେ ସର୍ବାଧିକ ଦୁର୍ଘଟଣା ଘଟିଛି। ଜ଼ିଲ୍ଲାରେ ସଡ଼କ ଦୁର୍ଘଟଣା 4.19 ପ୍ରତିଶତ ବଢିଛି। ସେହିପରି 2024 ରେ ଜାତୀୟ ରାଜପଥ ରେ 45.97 ପ୍ରତିଶତ ରହିଥିବାବେଳେ ରାଜ୍ୟ ରାଜପଥ ରେ ଏହା 16.82 ପ୍ରତିଶତ ରହିଛି।

ବିଶେଷ କରି 51 ପ୍ରତିଶତ ଦୁଇଚକିଆ ଯାନ ଦୁର୍ଘଟଣା ଶିକାର ହୋଇଥିବାବେଳେ କାର, ଜିପ, ଭ୍ୟାନ ରେ ଦୁର୍ଘଟଣା ହାର 23.32 ପ୍ରତିଶତ ଥିବାବେଳେ ଟ୍ରକ ଓ ଲରି ଦୁର୍ଘଟଣା ହାର 21.84 ପ୍ରତିଶତ ରହିଥିବା ଜ଼ିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର ସୂଚନା ଦେଇଛନ୍ତି।

ଢେଙ୍କାନାଳ ଜିଲ୍ଲା ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ସଡ଼କ ସୁରକ୍ଷା କମିଟି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.