Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରାରେ ପୋଲିସ୍‌ ସାଧାପୋଷାକରେ ପ୍ରଚାର କରୁଛି : ଦାମ ରାଉତ
ଆଜିର ଖବର

ପାଟକୁରାରେ ପୋଲିସ୍‌ ସାଧାପୋଷାକରେ ପ୍ରଚାର କରୁଛି : ଦାମ ରାଉତ

July 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ପ୍ରସଙ୍ଗ ନେଇ ବିଜେପି ନେତା ଦାମ ରାଉତ ନିଜ ପ୍ରତିକ୍ରିୟା ଦେଇଛନ୍ତି । ପାଟକୁରାରେ ପୋଲିସ ସାଧାପୋଷାକରେ ଆସି ପ୍ରଚାର କରୁଛନ୍ତି । ଏବଂ ପାଟକୁରାରେ ଟଙ୍କା ବାଣ୍ଟି ବିଜେଡ଼ି ଲୋକଙ୍କୁ ପ୍ରଲୋଭନ ଦେଖାଇ ଭୋଟ କିଣିବାକୁ ଚାହୁଁଛି ବୋଲି ବିଜେପି ନେତା ଦାମ ରାଉତ କଟାକ୍ଷ କରି କହିଛନ୍ତି । ଲୋକେ କହୁଛନ୍ତି ପାଟକୁରାରେ ସ୍ୱାଭିମାନ ବନାମ ବେଇମାନର ଲଢେଇ ହେଉଛି ବୋଲି ବରିଷ୍ଠ ନେତା ଦାମ ରାଉତ ପ୍ରତିକ୍ରିୟା ଦେଇଛନ୍ତି । ସରକାରୀ ଅଧିକାରୀ ବି ଏଠାରେ ପ୍ରଚାରରେ ସାମିଲ୍‌ ବୋଲି ବିଜେଡ଼ି ନେତା କହୁଛନ୍ତି ବୋଲି ଦାମ କହିଛନ୍ତି । ବିଜୟଙ୍କ ସହ ନବୀନ ବେଇମାନୀ କରିଛନ୍ତି, ଲୋକେ ଏହାର ଜବାବ ଦେବେ ବୋଲି କହିଛନ୍ତି ଦାମ ରାଉତ ।  ପାଟକୁରା ବିଧାନସଭା ପାଇଁ ପୂର୍ବରୁ ହେବାକୁ ଥିବା ନିର୍ବାଚନ ସ୍ଥଗିତ ହେବାପରେ ଆସନ୍ତା ୨୦ରେ ମତଦାନ ହୋଇ ଫଳାଫଳ ଜୁଲାଇ ୨୪ରେ ଆସିବ । ବିଜେପିରୁ ବିଜୟ ମହାପାତ୍ରଙ୍କ ସମ୍ମୁଖରେ ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ ମଇଦାନରେ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Latest News

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.