Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବାଇକ ମୁଁହାମୁହିଁ ଧକ୍କା: ୨ ମୃତ, ୩ ଗୁରୁତର
ଆଜିର ଖବର

ଦୁଇ ବାଇକ ମୁଁହାମୁହିଁ ଧକ୍କା: ୨ ମୃତ, ୩ ଗୁରୁତର

January 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ଭୁବନେଶ୍ଵର: ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ଭାଟିଗାଁ ନିକଟରେ ଦୁଇ ବାଇକ ମୁଁହା ମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୋଟିଏ ବାଇକ କୋଶାଗୁମୁଡା ବ୍ଳକ ଚିର୍ମା ପଟରୁ ନବରଙ୍ଗପୁର ଅଭିମୁଖେ ଆସୁଥିବା ବେଳେ ଅନ୍ୟ ବାଇକ ନବରଙ୍ଗପୁର ଥାନା ଅନ୍ତର୍ଗତ ପଡାଲଗୁଡା ଗ୍ରାମରୁ କୋଷଗୁମୁଡାକୁ ଯାଉଥିଲା।

ତେବେ ଭାଟିଗାଁ ଓ ସରଗିଗୁଡା ମଧ୍ୟ ରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣ ମୃତ୍ୟୁବରଣ କରିଥିଲେ। ଅନ୍ୟ ତିନି ଗୁରୁତର ହୋଇଥିଲେ।

ତେବେ କୋଷାଗୁମୁଡା ଅଞ୍ଚଳକୁ ନିଜ କାର୍ଯ୍ୟରେ ଯାଉଥିବା ବେଳେ ନବରଙ୍ଗପୁର ଏସ୍ପି ମିହିର କୁମାର ପଣ୍ଡା ଆହତ ଦୁଇ ଜଣଙ୍କୁ ନିଜ ଗାଡ଼ିରେ ବୋହି ଆଣି ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅନ୍ୟ ଏକ ଆହତ ଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସାଳୟକୁ ଅଣା ଯାଇଥିଲା।

ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.