Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଆଭୂଷଣରେ ଲାଗି ହେଲେ ମହାପ୍ରଭୁ
ଆଜିର ଖବର

ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଆଭୂଷଣରେ ଲାଗି ହେଲେ ମହାପ୍ରଭୁ

July 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଶ୍ରୀଜୀଉଙ୍କ ସୁନା ବେଶ। ଅପରାହ୍ଣ ୪ଟାରୁ ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାତି ପ୍ରାୟ ୮ଟାରେ ସନ୍ଧ୍ୟା ଧୂପ ଓ ରାତି ୧୨ଟା ୩୦ରେ ମହାପ୍ରଭୁଙ୍କ ଚନ୍ଦନଲାଗି ହେବାର କାର୍ଯ୍ୟକ୍ରମ ରହିଛି।  ଏହାପରେ ମହାବାହୁଙ୍କ ବଡ଼ସିଂହାର ବେଶ ଅନୁଷ୍ଠିତ ହେବ। ମହଣ ମହଣ ସୁନା ଆଭୂଷଣ ଲାଗି ହେବେ ମହାପ୍ରଭୁ, ଦୁଇ ପୟର, ଦୁଇ ଭୁଜ, କିରିଟି ସମେତ ୩୫ରୁ ଉର୍ଦ୍ଧ୍ବ ଅଳଙ୍କାର ଲାଗି ହେବ । ରଥ ଉପରେ ମଧ୍ୟାହ୍ନ ଧୂପ ପରେ ଆରମ୍ଭ ହେବ ସୁନାବେଶ । ରାତି ୧୧ ଯାଏ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରି ପାରିବେ ଭକ୍ତ । ମହାପ୍ରଭୁ ରତ୍ନସିଂହାସନରେ ଥିବାବେଳେ ୫ ଥର ସୁନା ବେଶ ହେଉଥିବାବେଳେ ରଥ ଉପରେ ମାତ୍ର ଥରେ ସୁନା ବେଶରେ ଦର୍ଶନ ଦେଇଥା’ନ୍ତି ମହାବାହୁ । ସୁନାବେଶକୁ ରାଜରାଜେଶ୍ବର ବେଶ୍ ମଧ୍ୟ କୁହାଯାଏ । ରଥଯାତ୍ରା ଓ ବାହୁଡା ଭଳି ସୁନାବେଶ ମଧ୍ୟରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିବ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଗତକାଲି ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମରେ ବାହୁଡ଼ା ଯାତ୍ରା ଆୟୋଜିତ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026
Latest News

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.