Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Budget2025: ଏଥର ମଧ୍ୟ ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି ଖୁଆଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

Budget2025: ଏଥର ମଧ୍ୟ ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି ଖୁଆଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Budget2025
Budget2025: ଏଥର ମଧ୍ୟ ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି ଖୁଆଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Budget2025: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ 2025 ଉପସ୍ଥାପନ କରିବାକୁ ଯାଉଛନ୍ତି। ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଅଧିକାରୀମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହୃଦୟରୁ ଶୁଭେଚ୍ଛା ଜଣାଇ ଦହି ଏବଂ ଚିନି ଖୁଆଇ ଥିଲେ।

ସାଧାରଣତଃ କୌଣସି ଶୁଭ କାମ କରିବାକୁ ଯିବା ବେଳେ ଘରର ମୁରବୀ ମହିଳା ତାଙ୍କୁ ଦହି ଚିନି ଖାଇବାକୁ ଦିଅନ୍ତି। ବିଶ୍ବାସ ରହିଛି ଦହିଚିନି ଖାଇବାକୁ ଦେଲେ ସମସ୍ତ କାର୍ଯ୍ୟ ସଫଳ ବା ଶୁଭ ହୋଇଥାଏ। ଦହି ସ୍ବଚ୍ଛତା ଏବଂ ଚିନି ମଧୁରତାର ପ୍ରତୀକ ଭାବେ ବିବେଚନା କରାଯାଏ। ପିଲାମାନେ ପରୀକ୍ଷା ଦେବାକୁ ଯିବା ବେଳେ ଘରର ବୟସ୍କ ମହିଳା ଏହିପରି ଦହିଚିନି ଖାଇବାକୁ ଦେଇ ଆର୍ଶିବାଦ କରିଥାନ୍ତି।

ଠିକ ସେହିପରି ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବା ପୂର୍ବରୁ ରାଷ୍ଟ୍ରପତି ତାଙ୍କୁ ଦହି ଚିନି ଖାଇବାକୁ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ସୀତାରମଣଙ୍କୁ ଦହି ଖୁଆଥିବା ଫଟୋ ରାଷ୍ଟ୍ରପତି ତାଙ୍କ ସାମାଜିକ ଗଣମାଧ୍ୟମରେ ମଧ୍ୟ ପୋଷ୍ଟ କରିଛନ୍ତି। ଗତଥର ମଧ୍ୟ ରାଷ୍ଟ୍ରପତି ନିର୍ମଳାଙ୍କୁ ଦହି ଖୁଆଇଥିଲେ।

Budget 2025 Budget2025 ଅର୍ଥମନ୍ତ୍ରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦହି ନିର୍ମଳା ସୀତାରମଣ ବଜେଟ ବଜେଟ 2025 ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.