Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Income Tax: ଆୟକର ନେଇ ନିର୍ମଳା ସୀତାରମଣଙ୍କ ବଡ ଘୋଷଣା, ଏଣିକି 12 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟାକ୍ସ ଛାଡ
ଆଜିର ଖବର

Income Tax: ଆୟକର ନେଇ ନିର୍ମଳା ସୀତାରମଣଙ୍କ ବଡ ଘୋଷଣା, ଏଣିକି 12 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟାକ୍ସ ଛାଡ

February 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
IncomTax
ଆୟକର ନେଇ ନିର୍ମଳା ସୀତାରମଣଙ୍କ ବଡ ଘୋଷଣା, ଏଣିକି 12 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟାକ୍ସ ଛାଡ

Income Tax: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ 2025 ଉପସ୍ଥାପିତ କରିଛନ୍ତି। ଏହି ବଜେଟରୁ ଲୋକମାନେ ଯାହା ବଡ ଆଶା କରିଥିଲେ ତାହା ବର୍ତ୍ତମାନ ପୂରଣ ହୋଇଛି। ସାଧାରଣତଃ ବଜେଟରୁ ଲୋକମାନେ ଆୟକର ସ୍ଥିତି କଣ ରହିବ ତାହା ଜାଣିବା ପାଇଁ ଅପେକ୍ଷା କରିଥାନ୍ତି। ଯାହା ଅର୍ଥମନ୍ତ୍ରୀ ଏଥର ଭଲ ଘୋଷଣା କରିଛନ୍ତି।

ଘୋଷଣା ଅନୁସାରେ ଏଣିକି ଆୟକର ସୀମାକୁ ଅର୍ଥମନ୍ତ୍ରୀ ବୃଦ୍ଧି କରିଛନ୍ତି। ତାହା ହେଲେ ବର୍ଷିକ 12 ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ କୌଣସି କର ପଡିବ ନାହିଁ। ପୂର୍ବରୁ ଏହି ସୀମା 7 ଲକ୍ଷ ରହିଥିଲା। ଏହା ମୋଦି ସରକାରଙ୍କ ଏକ ବଡ ଘୋଷଣା। ଏତେ ବଡ ପରିମାଣର ଆୟକର ଛାଡ ହେବ ତାହା କାହାର ଧାରଣା ନ ଥିଲା।

Budget 2025 Budget2025 Income Tax Nirmala Sitaraman ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକର ନିର୍ମଳା ସୀତାରମଣ ବଜେଟ 2025
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025
Latest News

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025

ନୂଆଁଖାଇ ପର୍ବ: ନବାନ୍ନ ଲାଗି ପାଇଁ ମା’ ସମଲେଶ୍ୱରୀଙ୍କ ନିକଟରେ ପହଞ୍ଚିଲା ନୂଆ ଧାନ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.