Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝିଲ୍‌ମିଲ୍‌ରେ ନିଆଁ ଲାଗି ୩ ମୃତ
ଆଜିର ଖବର

ଝିଲ୍‌ମିଲ୍‌ରେ ନିଆଁ ଲାଗି ୩ ମୃତ

July 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜଧାନୀ ଦିଲ୍ଲୀ ସହରରେ ପୁଣି ଥରେ ନିଆଁ ଲାଗିଛି । ଦିଲ୍ଲୀ ଏନ୍‌ସିଆର ଅଞ୍ଚଳରେ ନିଆଁ ଲାଗିବା ଘଟଣା ସାମ୍ନାକୁ ଆସିଛି । ଦିଲ୍ଲୀର ଝିଲ୍‌ମିଲ୍‌ ଔଦ୍ୟୋଗିକ ଅଞ୍ଚଳରେ ଏହି ନିଆଁ ଲାଗିଛି । ଏଠାରେ  ଏକ ରବର ଫ୍ୟାକ୍ଟ୍ରିରେ ନିଆଁ ଲାଗିବା କାରଣରୁ ତିନିଜଣଙ୍କର ମୃତ୍ୟୁ ହୋଇଛି । ତେବେ ଏହି ଘଟଣାରେ ଆଉକିଛି ଲୋକ ଫଶି ରହିଥିବାର ଆଶଙ୍କା କରାଯାଇଛି । ମୃତକଙ୍କ ମଧ୍ୟରେ ୨ଜଣ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ନିଆଁ ଲାଗିବାର ସୂଚନା ମିଳିବା ପରେ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.