Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଜପତି ଜିଲ୍ଲା କେନ୍ଦୁ ଘାଟିରେ ପୁଣି ଦୁର୍ଘଟଣା
ଆଜିର ଖବର

ଗଜପତି ଜିଲ୍ଲା କେନ୍ଦୁ ଘାଟିରେ ପୁଣି ଦୁର୍ଘଟଣା

February 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ କେନ୍ଦୁ ଘାଟିରେ ଘଟୁଥିବା ଦୁର୍ଘଟଣା ଚର୍ଚ୍ଚିତ ବିଷୟ ହୋଇଯାଇଛି। କାରଣ ଏହି ୬ ମାସ ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ଅନେକ ଧନଜୀବନ ହାନି ହୋଇଛି।

ଏହି ସବୁ ଘଟଣା ମନରୁ ଲିଭି ନଥିବାବେଳେ ଆଜି ଭୋର ସକାଳୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ମକା ବୋଝେଇ ଟ୍ରକ ଉକ୍ତ ଘାଟି ଉପରେ ପଛକୁ ଗଡି ଯାଇ ଓଲଟି ପଡିଥିଲା। ଯାହା ଫଳରେ ରାସ୍ତା କଡ଼ରେ ଟ୍ରକ୍ ଓଲଟି ବୋଝେଇ ହୋଇଥିବା ମକା ସବୁ ରାସ୍ତା ଉପରେ ପଡି ରାସ୍ତା ଅବରୋଧ ହୋଇଛି। ଏହି ଭଳି ଦୁର୍ଘଟଣାକୁ ନେଇ ଅଞ୍ଚଳ ଲୋକଙ୍କ ମନରେ ଭୟ ଜାତ ହୋଇଛି। କୌଣସି ଅଲୌକିକ ଶକ୍ତିର ପ୍ରଭାବ ନା ମନୁଷ୍ୟକୃତ। ଲୋକଙ୍କ ମନରେ ଭାଳେଣି ପଡିଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ଗଜପତି ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026
Latest News

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.