Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ତଫା ଉପରେ ବାଚସ୍ପତିଙ୍କ ରୋକ୍‌ : ସୁପ୍ରିମ୍‌କୋର୍ଟରେ ପହଞ୍ଚିଲେ ଆଉ ୫ ବିଦ୍ରୋହୀ ବିଧାୟକ
ଆଜିର ଖବର

ଇସ୍ତଫା ଉପରେ ବାଚସ୍ପତିଙ୍କ ରୋକ୍‌ : ସୁପ୍ରିମ୍‌କୋର୍ଟରେ ପହଞ୍ଚିଲେ ଆଉ ୫ ବିଦ୍ରୋହୀ ବିଧାୟକ

July 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress jds
congress jds

କର୍ଣ୍ଣାଟକ ରାଜନୀତିରେ ଆଉ ଏକ ନୂତନ ଡ୍ରାମା ଦେଖିବାକୁ ମିଳିଛି। ପୂର୍ବରୁ ୧୦ ଜଣ ବିଧାୟକ ଇସ୍ତଫା ପ୍ରଦାନ କରିବା ସହିତ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ବାଚସ୍ପତି ୫ ଜଣ ବିଧାୟକଙ୍କ ଇସ୍ତଫା ଅଗ୍ରାହ୍ୟ କରିବାରୁ ଏହି ୫ ଜଣ ବିଧାୟକ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। କେ ସୁଧାକର, ରୋଶନ ବେଗ, ଏମ୍‌ଟିବି ନଟରାଜ, ମୁନିରତ୍ନ ନାଇଡୁ ଏବଂ ଆନନ୍ଦ ସିଂ ବାଚସ୍ପତିଙ୍କ ବିପକ୍ଷରେ ସର୍ବୋଚ୍ଚ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଏହି ୫ ଜଣଙ୍କ ସହିତ ବାଚସ୍ପତିଙ୍କ ବିପକ୍ଷରେ ଅଭିଯୋଗକାରୀ ବିଧାୟକଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। କୋର୍ଟଙ୍କ ହସ୍ତକ୍ଷେପ ପରେ ମଙ୍ଗଳବାର ସୁଦ୍ଧା ସମସ୍ତ ବିଧାୟକଙ୍କ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ ଆଦେଶ ଦିଆ ଯାଇଥିବା ଜଣା ପଡିଛି। କଂଗ୍ରେସ ନେତା ତଥା ଡି କେ ଶିବକୁମାର ବିଦ୍ରୋହୀ ବିଧାୟକଙ୍କୁ ମନାଇବାର ଦାୟିତ୍ବ ନେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026

ଯୁକ୍ତ୨ରେ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ: ହେଲ୍‌ଥକେୟାର ଓ ଆପାରେଲ୍ସ ପଢ଼ିବେ ଛାତ୍ରଛାତ୍ରୀ

September 10, 2026
Latest News

କ୍ରେଡିଟ୍ କାର୍ଡରେ ଅତ୍ୟଧିକ ଖର୍ଚ୍ଚ କରୁଛନ୍ତି କି? CIBIL ସ୍କୋର ଉପରେ ପଡ଼ିପାରେ ପ୍ରଭାବ

September 10, 2026

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ଲଗାତାର ୩୫ ମାସ ଧରି ଶୀର୍ଷ ସ୍ଥାନରେ ଭାରତ

September 10, 2026

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.