Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃଆରୀ ୫ ରେ ନୂଆ ସରକାରଙ୍କ ଅଭିନଵ ଯୋଜନା “ବିକଶିତ ଗାଁ ବିକଶିତ ଓଡିଶା” ର ଶୁଭ ଉଦ୍ଘାଟନ
ଆଜିର ଖବର

ଫେବୃଆରୀ ୫ ରେ ନୂଆ ସରକାରଙ୍କ ଅଭିନଵ ଯୋଜନା “ବିକଶିତ ଗାଁ ବିକଶିତ ଓଡିଶା” ର ଶୁଭ ଉଦ୍ଘାଟନ

February 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଓଡ଼ିଶାର ନୂଆ ସରକାରଙ୍କର ଅଭିନଵ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶାର ଆସନ୍ତା ୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କର କମଳରେ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ସକାଳ ୧୧ ଘଣ୍ଟା ସମୟରେ ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ।

ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବାସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନଭ ଯୋଜନାର ଲକ୍ଷ୍ୟ ରଖା ଯାଇଛି।

ଏହା ଦ୍ୱାରା ନୂତନ ସରକାରଙ୍କର ଉତ୍କର୍ଷ ଓଡିଶା – ୨୦୩୬ ର ରୂପାନ୍ତରଣରେ ଏହା ସହଯୋଗ କରିଵା ସହ ନୂତନ ଦିଗଦର୍ଶନର ବାର୍ତ୍ତା ଦବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।

ଏହି ଯୋଜନାରେ ୫ ବର୍ଷ ପାଇଁ ୫ କୋଟି ଖର୍ଚ କରାଯିବାପାଇଁ ଲକ୍ଷ୍ୟ ରଖା ଯାଇଛି। ପ୍ରତି ବର୍ଷ ୧ କୋଟି ଟଙ୍କା ଗ୍ରାମର ଉନ୍ନତିକାରଣ ପାଇଁ ଖର୍ଚ୍ଚ କରାଯିବା ପାଇଁ ଲକ୍ଷ ରଖା ଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ଏହି କାର୍ଯ୍ୟକ୍ରମର ବିଷୟରେ ଖୋର୍ଦ୍ଧା ବାସୀଙ୍କୁ ଅବଗତ କରାଇବା ପାଇଁ ଜିଲ୍ଲାପାଳ, ଚଞ୍ଚଳ ରାଣା ୧୧ ହଜାର ଲୋକଙ୍କ ର ସମାଗମ ପାଇଁ ବ୍ୟାପକ ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ଖାଦ୍ୟ ପାନୀୟ ର ବ୍ୟବସ୍ଥା କରାଯାଉଛି। ଏଥି ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରତାପ ଚନ୍ଦ୍ର ବେଉରା/ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ସାଫଲ୍ୟ ମଣ୍ଡିତ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ ଉପ-ଜିଲ୍ଲାପାଳ କିଶୋର କୁମାର ପଣ୍ଡା ଏହାର ତଦାରଖ କରୁଛନ୍ତି।

ଜନସାଧାରଣଙ୍କ ଯାତାୟାତ ପାଇଁ ୨୬୦ ଗୋଟି ବସ୍ ର ନିୟୋଜିତ‌ କରାଯାଇଛି। ଜିଲ୍ଲାରେ ସମସ୍ତଙ୍କୁ ଅବଗତ କରାଇବା ପାଇଁ ଏହାର ସିଧା ପ୍ରସାରଣ ୱେବ୍ସାଇଟ ଜରିଆରେ ପ୍ରଦର୍ଶନର ଏଵଂ ଲାଇଭ ଟିଭି ଚ୍ୟାନେଲ ମାଧ୍ୟମରେ ପ୍ରଚାର ପ୍ରସାର କରାଯିବାକୁ ସ୍ଥିର ସୋଇଛି।

ଫେବୃଆରୀ ୫ ବିକଶିତ ଗାଁ ବିକଶିତ ଓଡିଶା ମୋହନ ଚରଣ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଡିପିଏସ୍ ଦ୍ୱାରକା ସମେତ ୩ଟି ସ୍କୁଲକୁ ବୋମା ଧମକ

August 18, 2025

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025
Latest News

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025

ଡିପିଏସ୍ ଦ୍ୱାରକା ସମେତ ୩ଟି ସ୍କୁଲକୁ ବୋମା ଧମକ

August 18, 2025

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.