Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ
ଆଜିର ଖବର

ରଣପୁର ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ

February 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରାଜ୍ୟ ସରକାର ଙ୍କ ପଞ୍ଚାୟତରାଜ ବିଭାଗ ଅଧୀନରେ ନୂତନ ଯୋଜନା ବିକଶିତ ଗାଁ ବିକଶିତ ଓଡିଶା କୁ ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭରଚୁଆଲ ଜରିଆରେ ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ରଣପୁର ବ୍ଲକ ପରିସର ମଧ୍ୟରେ ବିଡ଼ିଓ ମନୋଜ କୁମାର ନାୟକ ଙ୍କ ଦ୍ୱାରା ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମ କୁ ଅଧକ୍ଷା ନିର୍ମଳା ବେହେରା ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଆରମ୍ଭ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଙ୍କ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ବ୍ଲକ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା, ରଣପୁରଜୋନ ଜିଲ୍ଲାପରିଷଦ ରାଜନୀରାଣୀ ପଟ୍ଟନାୟକ, ଗୋପାଳପୁର ଜୋନ ଜିଲ୍ଲାପରିଷଦ ଲକ୍ଷ୍ମୀପ୍ରିୟା ତରେଇ ଓ ପରେଶ ଚନ୍ଦ୍ର ମିଶ୍ରଙ୍କ ସହ ସମସ୍ତ ସରପଞ୍ଚ, ସମିତିସଭ୍ୟ, ସମସ୍ତ କର୍ମଚାରୀ ଓ ମିଶନଶକ୍ତିର ମହିଳା ମାନେ ଉପସ୍ଥିତ ଥିଲେ।

ଏହି ଯୋଜନା ରେ ମୋୖଳିକ ଭିତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ। ଅନୁର୍ଣ୍ଣତା ଜନଜାତି ବସବାସ କରୁଥିବା ଅଞ୍ଚଳ ରେ ଅଭ୍ୟନ୍ତରିଣ ଓ ଅନ୍ତଃ ଗ୍ରାମ୍ୟ ସଡ଼କ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀ ର ବିକାଶ ଓ ଉର୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତିଭୂମି ସମ୍ପ୍ରସାରଣ, ନୂତନ ଅଭିନବ ଜନମଙ୍ଗଳକlରି ବହୁମୁଖୀ ପ୍ରକଳ୍ପ ର ନିର୍ମାଣ ସହ ପଞ୍ଚାୟତ ଗୁଡିକରେ ପାନୀୟଜଳ ର ବ୍ୟବସ୍ଥା ପାଇଁ ଏହି ଯୋଜନା ସହାୟକ ହେବବୋଲି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ ଭରଚୁଆଲ ଜରିଆରେ ପ୍ରକାଶ କରିଥିଲେ।

ବିକଶିତ ଗାଁ ବିକଶିତ ଓଡିଶା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.