Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ଏବଂ ଜୀବନ୍ତ ସ୍ୱରୂପରେ ଫେରିଛି ‘ପରୀକ୍ଷା ପେ ଚର୍ଚ୍ଚା’ : ପ୍ରଧାନମନ୍ତ୍ରୀ
ଆଜିର ଖବର

ନୂଆ ଏବଂ ଜୀବନ୍ତ ସ୍ୱରୂପରେ ଫେରିଛି ‘ପରୀକ୍ଷା ପେ ଚର୍ଚ୍ଚା’ : ପ୍ରଧାନମନ୍ତ୍ରୀ

February 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ ଦେଖିବାକୁ ସବୁ ଛାତ୍ରଛାତ୍ରୀ (ଏକଜାମ୍‌ ୱାରିୟର୍ସ), ସେମାନଙ୍କର ଅଭିଭାବକ ଓ ଶିକ୍ଷକମାନଙ୍କୁ ଅନୁରୋଧ କରିଛନ୍ତି। ଶ୍ରୀ ମୋଦୀ ଏକ୍ସ ପୋଷ୍ଟରେ ଲେଖିଛନ୍ତି,:

‘‘ ‘ପରୀକ୍ଷା ପେ ଚର୍ଚ୍ଚା’ ନୂଆ ଏବଂ ଜୀବନ୍ତ ସ୍ୱରୂପରେ ଫେରିଛି!

ଚାପମୁକ୍ତ ପରୀକ୍ଷାର ବିଭିନ୍ନ ଦିଗକୁ ସାମିଲ କରି ୮ଟି ରୋଚକ ଅଧ୍ୟାୟରେ ପରିବେଷିତ ହେବାକୁ ଥିବା ପରୀକ୍ଷା ପେ ଚର୍ଚ୍ଚା (#PPC2025) ଦେଖିବା ପାଇଁ ସବୁ ବିଦ୍ୟାର୍ଥୀ (#ExamWarriors), ସେମାନଙ୍କ ଅଭିଭାବକ ଓ ଶିକ୍ଷକମାନଙ୍କୁ ଅନୁରୋଧ କରୁଛି!’’

narendramodi ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର!: ଆଣ୍ଡାମାନରେ ଆବିଷ୍କୃତ ହେଲା ବିଶାଳ ଗ୍ୟାସ୍ ରିଜର୍ଭ 

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026

ତାମିଲନାଡୁ ରାଜନୀତିରେ ନୂଆ ସମୀକରଣ, ଅନ୍ନାମଲାଇଙ୍କ ‘ୱି ଦି ଲିଡର୍ସ’ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ

June 6, 2026

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026
Latest News

ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର!: ଆଣ୍ଡାମାନରେ ଆବିଷ୍କୃତ ହେଲା ବିଶାଳ ଗ୍ୟାସ୍ ରିଜର୍ଭ 

June 6, 2026

ଟାଟାର ଜୁନ୍ ଧମାକା: ହଜାର ହଜାର ଟଙ୍କା ସଞ୍ଚୟର ସୁଯୋଗ, ଗ୍ରାହକଙ୍କ ପାଇଁ ବଡ଼ ଅଫର

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026

ତାମିଲନାଡୁ ରାଜନୀତିରେ ନୂଆ ସମୀକରଣ, ଅନ୍ନାମଲାଇଙ୍କ ‘ୱି ଦି ଲିଡର୍ସ’ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ

June 6, 2026

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.