Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରତାରପୁର କରିଡର: ପୁଣି ଆଲୋଚନା କରିବ ଭାରତ-ପାକିସ୍ତାନ
ଆଜିର ଖବର

କରତାରପୁର କରିଡର: ପୁଣି ଆଲୋଚନା କରିବ ଭାରତ-ପାକିସ୍ତାନ

July 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର କର୍ତ୍ତାରପୁର କରିଡ଼ର ସଂକ୍ରାନ୍ତରେ ପରବର୍ତ୍ତୀ ବୈଠକ ଅନୁଷ୍ଠିତ ହେବ। କର୍ତ୍ତାରପୁର କରିଡ଼ର ରୂପରେଖ ଏବଂ ବୈଷୟିକ ପ୍ରସଙ୍ଗ ଉପରେ ୱାଘା ସୀମାରେ ଅନୁଷ୍ଠିତ ହେବ। ଉଭୟ ଭାରତ ଓ ପାକିସ୍ତାନ ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପ୍ରଥମ ପର୍ଯ୍ୟାୟର ଆଲୋଚନା ପୂର୍ବରୁ ବିଫଳ ହୋଇଛି । ଗତ ବର୍ଷ ଏହି କରିଡରକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉଭୟ ଦେଶ ସହମତି ଦେଇଥିଲେ। ଗୁରୁ ନାନକଙ୍କ ୫୫୦ତମ ଜୟନ୍ତୀ ପୂର୍ବରୁ ଏହି କାମ ଶେଷ କରାଯିବାକୁ ଉଦ୍ୟମ ରଖାଯାଇଛି। ପ୍ରଥମ ବୈଠକ ମାର୍ଚ୍ଚ ୧୪ରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ଭାରତ ଦିନକୁ ୫୦୦୦ ଶ୍ରଦ୍ଧାଳୁକୁ କରତାରପୁର ପଠାଇବାକୁ ପ୍ରସ୍ତାବ ଦେଇଥିଲା । ମାତ୍ର ପାକିସ୍ତାନ ମାତ୍ର ୭୦୦ ଜଣଙ୍କ ଆଗମନକୁ ଅନୁମତି ଦେଇଥିଲା । ଭାରତୀୟ ପାସପୋର୍ଟ ପରିଚୟ ଭାବେ ସ୍ୱୀକାର କରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା । ପୂର୍ବରୁ କରତାରପୁର କରିଡର ନେଇ ସଂକଟ ଦେଖାଯାଇଥିଲା । ଏହା ଥିଲା ଚଳିତମାସର ୨୨ ତାରିଖର ଘଟଣା । ଏହି ପ୍ରକଳ୍ପ କାମ ଆରମ୍ଭ କରିବା ପୂର୍ବରୁ ପାକିସ୍ତାନ କିଛି ସର୍ତ୍ତ ରଖିଛି। ସୂଚନାଯୋଗ୍ୟ ଶିଖ ସଂପ୍ରଦାୟର ଅନ୍ୟତମ ପବିତ୍ର ସ୍ଥଳକୁ ବର୍ଷ ସାରା ଖୋଲା ରଖାଯାଉ ବୋଲି ଭାରତ ପ୍ରସ୍ତାବ ଦେଇଥିଲା । ମାତ୍ର ପାକିସ୍ତାନ ଏବେ ଭାରତର ପ୍ରସ୍ତାବକୁ ତୀବ୍ର ବିରୋଧ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.