Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେପାଳରେ ଭୟଙ୍କର ବର୍ଷା : ୪୩ ମୃତ, ୨୪ ଆହତ
ଆଜିର ଖବର

ନେପାଳରେ ଭୟଙ୍କର ବର୍ଷା : ୪୩ ମୃତ, ୨୪ ଆହତ

July 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
43 killed as heavy rains lash Nepal
43 killed as heavy rains lash Nepal

ଭାରତର ପଡୋଶୀ ରାଷ୍ଟ୍ର ନେପାଳରେ ଭୟଙ୍କର ବର୍ଷା ପ୍ରଭାବରେ ୪୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଜଣ ନିଖୋଜ ଅଛନ୍ତି। ନେପାଳ ପୋଲିସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ , ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ପ୍ରାକୃତିକ ବିପର୍ଯ୍ୟୟ ସୃଷ୍ଟି ହୋଇଛି। ବନ୍ୟା ଯୋଗୁଁ ୨୦ ଜଣ ଲୋକ ନିଖୋଜ ଥିବା ବେଳେ ଉଦ୍ଧାରକାରୀ ଟିମ ବନ୍ୟା ପୀଡ଼ିତଙ୍କୁ ଉଦ୍ଧାର କରୁଛନ୍ତି। ହିମାଳୟରେ ବର୍ଷା ଯୋଗୁଁ ଉଭୟ ଭାରତ ଓ ନେପାଳରେ ବର୍ଷା ଓ ଭୂସ୍ଖଳନ ହୋଇଛି। ଲଲିତପୁରରେ ୫ ଜଣ, କାଠମାଣ୍ଡୁ, କୋଠାଙ୍ଗ, ଭୋଜପୁର, କାଭରେ ଓ ମକୱାନପୁରରେ ୩ ଜଣ ଲେଖାଏଁ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ସିନ୍ଧୁଲି ଓ ଧାଡିଙ୍ଗରେ ୨ଜଣ ଲେଖାଏଁ ଲୋକଙ୍କର ମୃତ୍ୟୁ ଘଟିଛି। ସେହିପରି ଇଲାମ, ଝପା, ଓଖାଳଡୁଙ୍ଗା, ସୁନସାରି, ବାରା, ପାର୍ସା, ରାମଛପ ଏବଂ ଚିତୱାନ ଜିଲ୍ଲାରେ ଜଣେ ଲୋକଙ୍କର ପ୍ରାଣହାନି ଘଟିଛି। ବିଭିନ୍ନ ସ୍ଥାନରେ ପ୍ରାୟ ୫୦ ଜଣଙ୍କୁ ଉଦ୍ଧାର କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026
Latest News

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.