Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ଖେଳିବେ ନା ନାହିଁ ବିରାଟ କୋହଲି?: ଆସିଲା ଅପଡେଟ୍, ଫିଟନେସ୍ ଉପରେ ବଡ ଖୁଲାସା
ଆଜିର ଖବର

କଟକରେ ଖେଳିବେ ନା ନାହିଁ ବିରାଟ କୋହଲି?: ଆସିଲା ଅପଡେଟ୍, ଫିଟନେସ୍ ଉପରେ ବଡ ଖୁଲାସା

February 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ବ୍ୟାଟିଂ କୋଚ୍ ବିରାଟ କୋହଲିଙ୍କ ଫିଟନେସ ଉପରେ ଏକ ବଡ଼ ଅପଡେଟ ଦେଇଛନ୍ତି। କୋହଲି ଦ୍ୱିତୀୟ ଦିନିକିଆ ପାଇଁ ପ୍ରସ୍ତୁତ ଅଛନ୍ତି। ଆହତ କାରଣରୁ ଇଂଲଣ୍ଡ ବିପକ୍ଷ ODI ସିରିଜରେ କୋହଲି ଖେଳିପାରିନଥିଲେ। ଏବେ ଦ୍ୱିତୀୟ ମ୍ୟାଚ୍ ରବିବାର ଦିନ କଟକ ଠାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବ। କୋହଲିଙ୍କ ଫିଟନେସ ଉପରେ ଟିମ୍ ଇଣ୍ଡିଆର ବ୍ୟାଟିଂ ପ୍ରଶିକ୍ଷକ ଶୀତାଂଶୁ କୋଟକ୍ ଏକ ଅପଡେଟ୍ ଦେଇଛନ୍ତି। ସେ କହିଛନ୍ତି ଯେ, କୋହଲି ଦ୍ୱିତୀୟ ଦିନିକିଆ ପାଇଁ ଫିଟ୍ ଅଛନ୍ତି।

କୋହଲିଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ଏହି କାରଣରୁ ସେ ନାଗପୁର ODI ରେ ଖେଳିପାରିନଲେ। କୋହଲିଙ୍କ ଅନୁପସ୍ଥିତିରେ ଶ୍ରେୟସ୍ ଆୟରଙ୍କୁ ସୁଯୋଗ ମିଳିଥିଲା ​​ଏବଂ ସେ ଚମତ୍କାର ପ୍ରଦର୍ଶନ କରିଥିଲେ। ସୂଚନା ଅନୁଯାୟୀ ବ୍ୟାଟିଂ କୋଚ୍ ଶୀତାଂଶୁ କୋଟକ୍ କୋହଲିଙ୍କ ଫିଟନେସ୍ ଉପରେ ଅପଡେଟ୍ ଦେଇଥିବା ବେଳେ ସେ ଦ୍ୱିତୀୟ ODI ପାଇଁ ପ୍ରସ୍ତୁତ ବୋଲି କହିଛନ୍ତି। ତେବେ ଖେଳାଳି ଏକାଦଶ ବିଷୟରେ କୋଟକ୍ ପ୍ରକାଶ କରି ନାହାଁନ୍ତି।

IND VS ENG India Vs England team india Virat Kohli
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Latest News

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.