Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କମ୍ ଖର୍ଚ୍ଚରେ ଯକୃତ ପ୍ରତିରୋପଣର ଚିକିତ୍ସା ସୁବିଧା ଉପରେ ଆଲୋଚନା କଲେ ଆଇନ ମନ୍ତ୍ରୀ
ଆଜିର ଖବର

କମ୍ ଖର୍ଚ୍ଚରେ ଯକୃତ ପ୍ରତିରୋପଣର ଚିକିତ୍ସା ସୁବିଧା ଉପରେ ଆଲୋଚନା କଲେ ଆଇନ ମନ୍ତ୍ରୀ

February 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ହାଇଦ୍ରାବାଦ୍‌ ସ୍ଥିତ ଏଆଇଜି ମେଡିକାଲର ଭାଇସ୍ ପ୍ରେସିଡେଣ୍ଟ ସନ୍ତୋଷ ସାହୁ, ମେଡିକାଲର ସହକାରୀ ସାଧାରଣ ପରିଚାଳକ ଚିତ୍ତରଞ୍ଜନ ମଲ୍ଲିକ ଓ ଅଜିତ୍ କୁମାର ନାୟକ, ରାଜ୍ୟ ସରକାରଙ୍କ ଲିଭର ଟ୍ରାନ୍ସପ୍ଲାଣ୍ଟର ନୋଡାଲ ଅଫିସର ପ୍ରଫେସର (ଡାଃ) ରାଜେଶ କୁମାର ଡୋରା, ଉତ୍କଳ ହସ୍ପିଟାଲର ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜନ ଡାଃ ସତ୍ୟ ପ୍ରକାଶ ରାୟ ଚୌଧୁରୀଙ୍କ ସହ ସୌଜନ୍ୟ ମୂଳକ ଭାବରେ ସାକ୍ଷାତ କରି ବିଭିନ୍ନ ସରକାରୀ ହସ୍ପିଟାଲରେ କମ୍ ଖର୍ଚ୍ଚରେ କିଭଳି ଯକୃତ ପ୍ରତିରୋପଣର ସମସ୍ତ ପ୍ରକାରର ଚିକିତ୍ସା ସୁବିଧା କରାଯାଇପାରିବ ସେ ଦିଗରେ ବିଭିନ୍ନ ପଦକ୍ଷେପ ବାବଦରେ ସବିଶେଷ ଆଲୋଚନା କରିଥିଲେ।

ଆଗମୀ ଦିନରେ ସମଗ୍ର ଓଡ଼ିଶା ପ୍ରଦେଶରେ ଉତ୍ତମ ସ୍ବାସ୍ଥ୍ୟ ସେବା ସହ ସହଜ ଓ ତୁରନ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ଆମ ସରକାର ଯୋଜନାବଦ୍ଧ ଭାବେ କାମ କରୁଛନ୍ତି‌ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଆଇନ ମନ୍ତ୍ରୀ ଉତ୍କଳ ହସ୍ପିଟାଲ ଓଡିଶା ସରକାର ପୃଥ୍ୱୀରାଜ ହରିଚନ୍ଦନ ଯକୃତ ପ୍ରତିରୋପଣ
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.