Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ଆମେ ଦେଶରୁ ନକ୍ସଲବାଦକୁ ନିପାତ କରିବୁ: ଅମିତ ଶାହ
ଆଜିର ଖବର

୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ଆମେ ଦେଶରୁ ନକ୍ସଲବାଦକୁ ନିପାତ କରିବୁ: ଅମିତ ଶାହ

February 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହମନ୍ତ୍ରୀ
୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

ନୂଆଦିଲ୍ଲୀ: ଛତିଶଗଡ଼ର ବିଜାପୁରରେ ସୁରକ୍ଷାବାହିନୀ ୩୧ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ଭାରତକୁ ନକ୍ସଲ ମୁକ୍ତ କରିବା ଦିଗରେ ସୁରକ୍ଷା ବାହିନୀ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି।

‘ଏକ୍ସ’ରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ କହିଛନ୍ତି ଯେ ଭାରତକୁ ନକ୍ସଲ ମୁକ୍ତ କରିବା ପାଇଁ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି, ଏହି ଅପରେସନରେ ୩୧ ଜଣ ନକ୍ସଲ ନିହତ ହୋଇଛନ୍ତି ଏବଂ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ତଥା ବିସ୍ଫୋରକ ଜବତ କରାଯାଇଛି।

କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ କହିଛନ୍ତି ଯେ, ଆଜି ମାନବ ବିରୋଧୀ ନକ୍ସଲବାଦର ମୂଳୋତ୍ପାଟନ ବେଳେ ଆମେ ଦୁଇ ଜଣ ବୀର ଯବାନଙ୍କୁ ହରାଇଛୁ। ଏହି ବୀରମାନଙ୍କ ନିକଟରେ ଦେଶ ସର୍ବଦା ଋଣୀ ରହିବ। ଶ୍ରୀ ଅମିତ ଶାହ ସହିଦ ଯବାନଙ୍କ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଆମେ ଦେଶରୁ ନକ୍ସଲବାଦର ମୂଳୋତ୍ପାଟନ କରିବୁ ଏବଂ ଏହା ଦ୍ୱାରା କୌଣସି ନାଗରିକଙ୍କୁ ଜୀବନ ହାରିବାକୁ ପଡ଼ିବ ନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଅମିତ ଶାହ କେନ୍ଦ୍ର ଗୃହମନ୍ତ୍ରୀ ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.