Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ
ଆଜିର ଖବର

ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ

February 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ”ଆଜିର ଆଲୋଚନାରେ ଗୋଟିଏ କଥା ସାମ୍ନାକୁ ଆସିଛି – ସବୁ ଅଂଶୀଦାରଙ୍କ ଦୃଷ୍ଟିକୋଣ ଓ ଉଦ୍ଦେଶ୍ୟରେ ଏକତା ରହିଛି।”

‘‘ଏଆଇ ଫାଉଣ୍ଡେସନ’’ ଏବଂ ‘‘ସଷ୍ଟେନେବଲ ଏଆଇ କାଉନସିଲ୍’’ ପ୍ରତିଷ୍ଠା କରିବାର ନିଷ୍ପତ୍ତିକୁ ମୁଁ ସ୍ୱାଗତ କରୁଛି। ଏହି ପଦକ୍ଷେପଗୁଡ଼ିକ ପାଇଁ ମୁଁ ଫ୍ରାନ୍ସର ରାଷ୍ଟ୍ରପତି ଓ ମୋର ପ୍ରିୟ ବନ୍ଧୁ ମାକ୍ରୋନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ମୋର ସମ୍ପୂର୍ଣ୍ଣ ସମର୍ଥନ ପାଇଁ ଆଶ୍ୱାସନା ଦେଉଛି।

ଆମକୁ ‘‘ଏଆଇ ପାଇଁ ବୈଶ୍ୱିକ ଭାଗିଦାରୀ’’କୁ ମଧ୍ୟ ବାସ୍ତବରେ ବୈଶ୍ୱିକ କରିବାକୁ ହେବ। ଏହା ଗ୍ଲୋବାଲ୍‌ ସାଉଥ୍‌ ଏବଂ ଏହାର ପ୍ରାଥମିକତା, ଚିନ୍ତା ଏବଂ ଆବଶ୍ୟକତାକୁ ଅଧିକ ଅନ୍ତର୍ଭୁକ୍ତ କରିବା ଉଚିତ।

ଏହି ଆକ୍ସନ୍‌ ସମିଟର ଗତି ବଢ଼ାଇବା ପାଇଁ ପରବର୍ତ୍ତୀ ଶିଖର ସମ୍ମିଳନୀ ଆୟୋଜନ କରି ଭାରତ ଖୁସି ହେବ।

ଏଆଇ ଆକ୍ସନ ଶିଖର ସମ୍ମିଳନୀ ନରେନ୍ଦ୍ର ମୋଦୀ ପ୍ୟାରିସ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଆୟୋଜନ କଲା ଦ୍ୱିତୀୟ ନୀଳାଦ୍ରି କପ୍ T-20 ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍

December 1, 2025

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

December 1, 2025

BSF Raising Day: ବିଏସଏଫ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 1, 2025

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025
Latest News

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

December 1, 2025

Konark Sand Art Festival: କୋଣାର୍କରେ ଉଦଘାଟିତ ହେଲା ବାଲୁକା କଳା ଉତ୍ସବ

December 1, 2025

Konark Festival Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେଲା କୋଣାର୍କ ଉତ୍ସବ

December 1, 2025

SOA Yuva Sahitya Sammana: ସୂର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ପ୍ରଦାନ କରାଗଲା ସୋଆ ଯୁବ ସାହିତ୍ୟ ସମ୍ମାନ 

December 1, 2025

AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.