Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ
ଆଜିର ଖବର

ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ

February 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ”ଆଜିର ଆଲୋଚନାରେ ଗୋଟିଏ କଥା ସାମ୍ନାକୁ ଆସିଛି – ସବୁ ଅଂଶୀଦାରଙ୍କ ଦୃଷ୍ଟିକୋଣ ଓ ଉଦ୍ଦେଶ୍ୟରେ ଏକତା ରହିଛି।”

‘‘ଏଆଇ ଫାଉଣ୍ଡେସନ’’ ଏବଂ ‘‘ସଷ୍ଟେନେବଲ ଏଆଇ କାଉନସିଲ୍’’ ପ୍ରତିଷ୍ଠା କରିବାର ନିଷ୍ପତ୍ତିକୁ ମୁଁ ସ୍ୱାଗତ କରୁଛି। ଏହି ପଦକ୍ଷେପଗୁଡ଼ିକ ପାଇଁ ମୁଁ ଫ୍ରାନ୍ସର ରାଷ୍ଟ୍ରପତି ଓ ମୋର ପ୍ରିୟ ବନ୍ଧୁ ମାକ୍ରୋନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ମୋର ସମ୍ପୂର୍ଣ୍ଣ ସମର୍ଥନ ପାଇଁ ଆଶ୍ୱାସନା ଦେଉଛି।

ଆମକୁ ‘‘ଏଆଇ ପାଇଁ ବୈଶ୍ୱିକ ଭାଗିଦାରୀ’’କୁ ମଧ୍ୟ ବାସ୍ତବରେ ବୈଶ୍ୱିକ କରିବାକୁ ହେବ। ଏହା ଗ୍ଲୋବାଲ୍‌ ସାଉଥ୍‌ ଏବଂ ଏହାର ପ୍ରାଥମିକତା, ଚିନ୍ତା ଏବଂ ଆବଶ୍ୟକତାକୁ ଅଧିକ ଅନ୍ତର୍ଭୁକ୍ତ କରିବା ଉଚିତ।

ଏହି ଆକ୍ସନ୍‌ ସମିଟର ଗତି ବଢ଼ାଇବା ପାଇଁ ପରବର୍ତ୍ତୀ ଶିଖର ସମ୍ମିଳନୀ ଆୟୋଜନ କରି ଭାରତ ଖୁସି ହେବ।

ଏଆଇ ଆକ୍ସନ ଶିଖର ସମ୍ମିଳନୀ ନରେନ୍ଦ୍ର ମୋଦୀ ପ୍ୟାରିସ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.