Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ପୁଲିସ୍‌ ନକ୍ସଲ ଏନ୍‌କାଉଣ୍ଟର : ୨ ନକ୍ସଲ୍‌ ନିହତ
ଆଜିର ଖବର

ଛତିଶଗଡରେ ପୁଲିସ୍‌ ନକ୍ସଲ ଏନ୍‌କାଉଣ୍ଟର : ୨ ନକ୍ସଲ୍‌ ନିହତ

July 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତିଶଗଡରେ ପୋଲିସ୍‌ ଏବଂ ନକ୍ସଲଙ୍କ ମଧ୍ୟରେ ଏକ ଏନକାଉଣ୍ଟର ସଙ୍ଗଠିତ ହୋଇଛି। ଦାନ୍ତେଓ୍ବାଡେରେ ରବିବାର ଏହି ଏନକାଉଣ୍ଟର ସଙ୍ଗଠିତ ହୋଇଛି। ଏହି ଏନ୍‌କାଉଣ୍ଟରରେ ଦୁଇ ଜଣ ନକ୍ସଲ ନିହତ ହୋଇଥିବା ବେଳେ ନିହତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ରାୟପୁରରୁ ୪୦୦ କିମି ଦୂର ଗୁମିୟାପଲ୍ଳୀ ଗ୍ରାମରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଥିଲା। ଏହି ଏନକାଉଣ୍ଟରରେ କୌଣସି ପୋଲିସ୍‌ କର୍ମୀ ନିହତ କିମ୍ବା ଆହତ ହୋଇ ନାହାନ୍ତି ବୋଲି ଡିସିପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି। ରବିବାର ଭୋର ୫ଟା ସମୟରେ ସର୍ଚ୍ଚ ଅପରେସନ୍‌ ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳିଚାଳନା ହୋଇଥିଲା। ଘଟଣାସ୍ଥଳରୁ ପୋଲିସ ଗୋଟିଏ ଏ-୩୦୩ ରାଇଫଲ୍‌ ଏବଂ ଗୋଟିଏ ମଜଲ୍‌ ଲୋଡିଂ ବନ୍ଧୁକ ଜବତ କରିଛି। ଦୁଇ ମୃତକଙ୍କୁ ଦେବା ଏବଂ ମମଗଲି ବୋଲି ଚିହ୍ନଟ କରାଯାଇଥିବା ବେଳେ ଉଭୟଙ୍କ ନାମରେ ୫ ଲକ୍ଷର ପୁରସ୍କାର ରାଶି ରହିଥିଲା। କୋସି ନାମକ ଜନୈକ ମହିଳା ନକ୍ସଲଙ୍କୁ ଗିରଫ କରାଯାଇଥିବା ବେଳେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026

ବିଶ୍ୱକପରେ ବଡ଼ ବିପର୍ଯ୍ୟୟର ଆଶଙ୍କା!: ପ୍ରଥମ ଟି-୨୦ ବିଜୟ ସତ୍ତ୍ୱେ ଟିମ୍ ଇଣ୍ଡିଆର ବଢିଲା ଚିନ୍ତା

January 22, 2026

President’s Visit to Odisha: ପାଞ୍ଚଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 22, 2026

C. K. Nayudu Trophy: ସମ୍ବଲପୁରରେ ଖେଳାଯିବ ଓଡିଶା ଓ ହରିୟାଣା ମ୍ୟାଚ

January 22, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ଏପ୍ରିଲରେ ଖାଲି ହେବ ୩୭ ଟି ଆସନ

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026

ବିଶ୍ୱକପରେ ବଡ଼ ବିପର୍ଯ୍ୟୟର ଆଶଙ୍କା!: ପ୍ରଥମ ଟି-୨୦ ବିଜୟ ସତ୍ତ୍ୱେ ଟିମ୍ ଇଣ୍ଡିଆର ବଢିଲା ଚିନ୍ତା

January 22, 2026

President’s Visit to Odisha: ପାଞ୍ଚଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 22, 2026

C. K. Nayudu Trophy: ସମ୍ବଲପୁରରେ ଖେଳାଯିବ ଓଡିଶା ଓ ହରିୟାଣା ମ୍ୟାଚ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.