Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋଟେଲ୍ କର୍ମଚାରୀଙ୍କ ଗଳିତ ଶବ ଉଦ୍ଧାର
ଆଜିର ଖବର

ହୋଟେଲ୍ କର୍ମଚାରୀଙ୍କ ଗଳିତ ଶବ ଉଦ୍ଧାର

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଟାଉନ ଥାନା ଅର୍ନ୍ତଗତ ଧର୍ମ ନଗର ଗିରିଜା ରେଷ୍ଟୁରାଣ୍ଟ ପରିସର ପ୍ରଥମ ମହଲାର ଏକ ଅବ୍ୟବହୃତ ବାଥ୍ ରୁମ୍ ଭିତରୁ ଜଣେ କର୍ମଚାରୀଙ୍କ ଗଳିତ ଶବ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମୃତକ ଜଣଙ୍କ ଗଜପତି ଜିଲ୍ଲା ମୋହନା ବ୍ଲକ ଅଂଚଳର ପ୍ରେମାନନ୍ଦ ମଲିକ (୨୪) ବୋଲି ଜଣାପଡ଼ିଛି। ସେ ୪ରୁ ୫ଦିନ ପୂର୍ବେ ଗାଁକୁ ଯାଉଥିବା କହି ହୋଟେଲରୁ ଯାଇଥିଲା। ଆଜି ପ୍ରଥମ ମହଲାର ଏକ ଅବ୍ୟବହୃତ ଘରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି।

ଘଟଣରୁ ଜଣାପଡିଛି ଯେ, ବାଥ୍ ରୁମ୍ ରୁ ଦୁର୍ଗନ୍ଧ ବାହାରିବା ପରେ କର୍ମଚାରୀମାନେ ତାଙ୍କର କବାଟ ଖୋଲି ଦେଖିଲା ବେଳକୁ ପ୍ରେମାନନ୍ଦର ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ହୋଟେଲ୍ ମାଲିକ ଟାଉନ ଥାନାରେ ଅଭିଯୋଗ ଦେବା ପରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ପ୍ରେମ ସମ୍ପର୍କକୁ ନେଇ ସେ ଆତ୍ମହତ୍ୟା କରି ଥାଇ ପାରନ୍ତି ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ କହୁଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ସ୍ଥିତି ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

ତେବେ ଏ ସବୁ ଭିତରେ ଉପର ମହଲାରେ ପ୍ରତିଦିନ ଲୋକେ ହୋଟେଲକୁ ଆସନ୍ତି। କିଭଳି ମୃତକଙ୍କ ବିଷୟରେ କେହି ସୁରାକ ପାଇଲେ ନାହିଁ ତାହା ସନ୍ଦେହ ସୃଷ୍ଟି କରୁଛି। କିପରି ଏବଂ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି ତାହା ସଠିକ ତଦନ୍ତ ପରିସରଭୁକ୍ତ।

ଗଳିତ ଶବ ଉଦ୍ଧାର ଟାଉନ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.