Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭକ୍ତ ଦାସ ଇଫେକ୍ଟ, କଟକର ବରିଷ୍ଠ ନେତା ମାନସ ଚୌଧୁରୀଙ୍କଠାରୁ ହଟିଲା ନିଲମ୍ବନ
ଆଜିର ଖବର

ଭକ୍ତ ଦାସ ଇଫେକ୍ଟ, କଟକର ବରିଷ୍ଠ ନେତା ମାନସ ଚୌଧୁରୀଙ୍କଠାରୁ ହଟିଲା ନିଲମ୍ବନ

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭକ୍ତ ଦାସ
ଭକ୍ତ ଦାସ ଇଫେକ୍ଟ, କଟକର ବରିଷ୍ଠ ନେତା ମାନସ ଚୌଧୁରୀଙ୍କଠାରୁ ହଟିଲା ନିଲମ୍ବନ

ଭୁବନେଶ୍ବର: ଏଆଇସିସି ସଦସ୍ୟ ତଥା ପୂର୍ବତନ କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ଉପରୁ ଉଠିଲା ନିଲମ୍ବନ। ଆଜି ଏ ନେଇ କଂଗ୍ରେସ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଗତକାଲି ଭକ୍ତ ଦାସ ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଭାବେ ଘୋଷଣା ହେବା ପରେ ଆଜି ତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରାଯାଇଛି।

ମାନସ ଚୌଧୁରୀ କଟକ କଂଗ୍ରେସର ଜଣେ ପରିଚିତ ନେତା। ସେଠାରେ ତାଙ୍କର ଭଲ ସଂଗଠନ ମଧ୍ୟ ରହିଛି। ହେଲେ ତାଙ୍କର ପୂର୍ବତନ ସଭାପତି ଶରତ ପଟ୍ଟନାୟକଙ୍କ ସହିତ ଭଲ ନ ପଡିବାରୁ ତାଙ୍କୁ ଏହି ଦଶା ଭୋଗୀବାକୁ ପଡିଥିଲା। ତେବେ ନୂଆ ସଭାପତି ଭାବେ ଭକ୍ତଦାସ ଯୋଗ ଦେବା ପରେ ତାଙ୍କ ଉପରୁ ସେହି ନିଲମ୍ବନ ଆଦେଶ ହଟାଇ ଦିଆଯାଇଛି।

ଭକ୍ତ ଦାସ ମାନସ ଚୌଧୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026
Latest News

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ସଂସଦରେ ପାସ୍ ହେଲା ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍: ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ

July 31, 2026

ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.