Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩ୟ ଏକଦିବସୀୟ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଇଂଲଣ୍ଡ, ଟିମ୍ ଇଣ୍ଡିଆର ଖେଳାଳି ଏକାଦଶରେ ପରିବର୍ତ୍ତନ
ଆଜିର ଖବର

୩ୟ ଏକଦିବସୀୟ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଇଂଲଣ୍ଡ, ଟିମ୍ ଇଣ୍ଡିଆର ଖେଳାଳି ଏକାଦଶରେ ପରିବର୍ତ୍ତନ

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏସିଆ କପ୍ କ୍ରିକେଟ
ଏସିଆ କପ୍ ରେ ରିଙ୍କୁ ସିଂହ ଓ ଶୁଭମନ ଗିଲ୍ ଙ୍କୁ ସ୍ଥାନ ମିଳିବା କଷ୍ଟକର? ଜାଣନ୍ତୁ ସଦ୍ୟତମ ଅପଡେଟ୍‌

ଅହମ୍ମଦାବାଦ: ଅହମ୍ମଦାବାଦ ଏକଦିବସୀୟରେ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରୁଛି। କିନ୍ତୁ ରୋହିତ ଶର୍ମାଙ୍କ ରୂପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ରୋହିତ ଶର୍ମା ମାତ୍ର ୧ ରନ କରି ପ୍ୟାଭିଲିୟନକୁ ଫେରିଛନ୍ତି।

ଟିମ୍ ଇଣ୍ଡିଆର ଖେଳାଳି ଏକାଦଶରେ ପରିବର୍ତ୍ତନ:

ଭାରତର ଏକାଦଶ ଖେଳୁଥିବା: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ୍ ଆୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଆକ୍ସର ପଟେଲ, ୱାଶିଂଟନ୍ ସୁନ୍ଦର, ହର୍ଷିତ ରାଣା, କୁଲଦୀପ ଯାଦବ, ଅର୍ଶଦୀପ ସିଂ।

Ahmedabad IND VS ENG India Vs England Rohit Sharma team india
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.