Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩ୟ ଏକଦିବସୀୟ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଇଂଲଣ୍ଡ, ଟିମ୍ ଇଣ୍ଡିଆର ଖେଳାଳି ଏକାଦଶରେ ପରିବର୍ତ୍ତନ
ଆଜିର ଖବର

୩ୟ ଏକଦିବସୀୟ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଇଂଲଣ୍ଡ, ଟିମ୍ ଇଣ୍ଡିଆର ଖେଳାଳି ଏକାଦଶରେ ପରିବର୍ତ୍ତନ

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶୁଭମନ ଗିଲ
ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବଦଳିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

ଅହମ୍ମଦାବାଦ: ଅହମ୍ମଦାବାଦ ଏକଦିବସୀୟରେ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରୁଛି। କିନ୍ତୁ ରୋହିତ ଶର୍ମାଙ୍କ ରୂପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ରୋହିତ ଶର୍ମା ମାତ୍ର ୧ ରନ କରି ପ୍ୟାଭିଲିୟନକୁ ଫେରିଛନ୍ତି।

ଟିମ୍ ଇଣ୍ଡିଆର ଖେଳାଳି ଏକାଦଶରେ ପରିବର୍ତ୍ତନ:

ଭାରତର ଏକାଦଶ ଖେଳୁଥିବା: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ୍ ଆୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଆକ୍ସର ପଟେଲ, ୱାଶିଂଟନ୍ ସୁନ୍ଦର, ହର୍ଷିତ ରାଣା, କୁଲଦୀପ ଯାଦବ, ଅର୍ଶଦୀପ ସିଂ।

Ahmedabad IND VS ENG India Vs England Rohit Sharma team india
Share. Facebook Twitter LinkedIn Email WhatsApp Copy Link

Related Posts

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026
Latest News

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.