Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫ୍ଲାଟ କିଣାବିକା ନେଇ ପୁଣି ଦ୍ବନ୍ଦ, ଗୃହ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତିକୁ ହାଇକୋର୍ଟଙ୍କ ସ୍ଥଗିତାଦେଶ
ଆଜିର ଖବର

ଫ୍ଲାଟ କିଣାବିକା ନେଇ ପୁଣି ଦ୍ବନ୍ଦ, ଗୃହ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତିକୁ ହାଇକୋର୍ଟଙ୍କ ସ୍ଥଗିତାଦେଶ

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଫ୍ଲାଟ କିଣାବିକା ନେଇ ପୁଣି ଦ୍ବନ୍ଦ, ଗୃହ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତିକୁ ହାଇକୋର୍ଟଙ୍କ ସ୍ଥଗିତାଦେଶ

ଭୁବନେଶ୍ବର: ପୁଣି ଥରେ ଫ୍ଲାଟ କିଣାବିକା ନେଇ ଦ୍ବନ୍ଦ ସୃଷ୍ଟି ହୋଇଛି। ନିକଟରେ ଏହି ଦ୍ବନ୍ଦକୁ ହଟାଇବା ପାଇଁ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେଥିରେ ସେ ରେରା ଗଠନ ପୂର୍ବରୁ ଯେଉଁ ଆପାର୍ଟମେଣ୍ଟ ନିର୍ମାଣ ହୋଇଥିବା ତାହା କିଣାବିକା ହୋଇପାରିବ। ଏ ନେଇ ବିଭାଗ ସମସ୍ତ ରେଜଷ୍ଟ୍ରିଂ ଅଫିସକୁ ଅବଗତ କରାଇଥିଲେ।

ହେଲେ ସେହି ବିଜ୍ଞପ୍ତି ଉପରେ ଆଜି ହାଇକୋର୍ଟ ରହିତାଦେଶ ଜାରୀ କରିଛନ୍ତି। ଫଳରେ ସରକାର ଯେଉଁ ନିଷ୍ପତି କରିଥିଲେ ତାହା ଆଉ କାର୍ଯ୍ୟକାରୀ ହୋଇପାରିବ ନାହିଁ। ପରବର୍ତ୍ତି ଶୁଣାଣି ହେବା ପରେ ଯାହା ନିଷ୍ପତି ହେବ ବୋଲି ଜଣାପଡିଛି। ଆସନ୍ତା 19 ତାରିଖରେ କୋର୍ଟ ପରବର୍ତ୍ତି ଶୁଣାଣି କରିବେ ବୋଲି ଦିନ ଧାର୍ଯ୍ୟ କରିଛନ୍ତି। ତେବେ ଗୃହ ଓ ନଗର ଉନ୍ନୟନ ବିଭାଗର ଏକ ନିର୍ଦ୍ଦିଷ୍ଟ ସ୍ପଷ୍ଟ ନିତି ନ ଥିବାରୁ କୋର୍ଟ ଖପ୍ପା ହୋଇଛନ୍ତି।

ଗୃହ ଓ ନଗର ଉନ୍ନୟନ ବିଭାଗ ଫ୍ଲାଟ କିଣାବିକା ରେରା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.