Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ବିଧାନସଭାର ବଜେଟ ଅଧିବେଶନ, ରାଜ୍ୟପାଳ ରଖିବେ ଅଭିଭାଷଣ
ଆଜିର ଖବର

ଆଜିଠାରୁ ବିଧାନସଭାର ବଜେଟ ଅଧିବେଶନ, ରାଜ୍ୟପାଳ ରଖିବେ ଅଭିଭାଷଣ

February 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ବିଧାନସଭାର ବଜେଟ ଅଧିବେଶନ, ରାଜ୍ୟପାଳ ରଖିବେ ଅଭିଭାଷଣ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ୨୮ ଦିନ ଧରି ଚାଲିବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଆଜିଠାରୁ ଆସନ୍ତା ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ।

ଆଜି ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ଦେବେ। ଆସନ୍ତାକାଲି ଅର୍ଥାତ ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ ତାରିଖ ରବିବାର ଛୁଟି ଥିବା ବେଳେ ୧୭ ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ ।

୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ।

ଓଡିଶା ବଜେଟ ବଜେଟ ଅଧିବେଶନ ବିଧାନସଭା ବିଧାନସଭା ବଜେଟ ଅଧିବେଶନ ରାଜ୍ୟପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସାମାଜିକ ସେବା (ଏନଏସଏସ) ଦିବସ

September 24, 2026

ବନ୍ୟା କ୍ଷୟକ୍ଷତି: ୭ ଜୀବନ ହାନି, ୨ ଲକ୍ଷ ହେକ୍ଟରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ

September 24, 2026

ପ୍ରଶାନ୍ତ ମହାସାଗରରେ ବିରାଟ ମହାବାତ୍ୟା ‘ପୋଲୋ’: ୩୦୦ କିମି ଟପିପାରେ ପବନର ବେଗ

September 24, 2026

ଏମ୍ସରେ ଆରୋଗ୍ୟ ହେଉଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ

September 24, 2026
Latest News

“ଜ୍ଞାନେଶ କୁମାର ଇସ୍ତଫା ଦିଅନ୍ତୁ ନଚେତ୍…”: ଅଭିଜିତ୍ ଦୀପକେ ଦେଲେ ୪୮ ଘଣ୍ଟାର ଅଲଟିମେଟମ୍

September 24, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସାମାଜିକ ସେବା (ଏନଏସଏସ) ଦିବସ

September 24, 2026

ବନ୍ୟା କ୍ଷୟକ୍ଷତି: ୭ ଜୀବନ ହାନି, ୨ ଲକ୍ଷ ହେକ୍ଟରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ

September 24, 2026

ସୁପର୍ ‘ଏଲ୍-ନିନୋ’ ଆଣୁଛି ବଡ଼ ବିପଦ: ୬ ମାସରେ ଯିବ ବିଶ୍ୱର ୪.୫୧ ଲକ୍ଷଙ୍କ ଜୀବନ

September 24, 2026

“ନିର୍ଣ୍ଣୟ କେବେ? ସମୟସୀମା ପ୍ରଦାନ କରନ୍ତୁ”: ଟିଏମସି ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.