Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

February 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସ ଅବସରରେ ଆଜି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆସନ୍ତା ୨୩ ତାରିଖରେ ପ୍ରସାରିତ ହେବାକୁ ଥିବା ଚଳିତ ମାସର ମନ୍ କୀ ବାତ ପାଇଁ ମଧ୍ୟ ସେ ସମସ୍ତଙ୍କ ଠାରୁ ମତାମତ ଲୋଡ଼ିଛନ୍ତି।

ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି :

“ବିଶ୍ୱ ରେଡିଓ ଦିବସର ଶୁଭେଚ୍ଛା!

“ରେଡ଼ିଓ ଅନେକ ଲୋକଙ୍କ ପାଇଁ କାଳାତୀତ ଜୀବନରେଖା ହୋଇ ରହିଛି – ଲୋକଙ୍କୁ ସୂଚନା ଦେଇ, ପ୍ରୋତ୍ସାହିତ କରି ଏବଂ ଲୋକଙ୍କୁ ପରସ୍ପର ମଧ୍ୟରେ ଯୋଡ଼ିଥାଏ ରେଡ଼ିଓ। ସମ୍ବାଦରୁ ସଂସ୍କୃତି, ସଙ୍ଗୀତରୁ କଥାକାର, ଆଦି ଦ୍ୱାରା ଏହା ସୃଜନଶୀଳତାର ଏକ ମାଧ୍ୟମ ହୋଇ ରହିଛି।

ରେଡ଼ିଓ ଦୁନିଆ ସହ ଯୋଡ଼ି ହୋଇ ରହିଥିବା ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି । ଆଗାମୀ ୨୩ ତାରିଖରେ ପ୍ରସାରିତ ହେବାକୁ ଥିବା ମନ୍ କୀ ବାତ  #MannKiBaat ପାଇଁ ମଧ୍ୟ ମୁଁ ଆପଣ ସମସ୍ତଙ୍କ ଠାରୁ ମତାମତ ଲୋଡ଼ୁଛି।

mannkibaat narendramodi
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Latest News

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.