Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ

February 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ ତୁଳସୀ ଗାବାର୍ଡ ଭେଟିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଅତୀତରେ ଗାବାର୍ଡଙ୍କ ସହ ହୋଇଥିବା ସାକ୍ଷାତକାରକୁ ମନେ ପକାଇଥିଲେ। ଦ୍ୱିପାକ୍ଷିକ ଗୋଇନ୍ଦା ସହଯୋଗ, ଆତଙ୍କବାଦୀ ବିରୋଧୀ ଲଢ଼େଇ, ସାଇବର ସିକ୍ୟୁରିଟି, ବିଭିନ୍ନ ଆଶଙ୍କିତ ବିପଦ, ରଣନୀତିକ ଗୋଇନ୍ଦା ତଥ୍ୟ ଆଦାନପ୍ରଦାନ ଉପରେ ବିଶେଷ କରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ପାରସ୍ପରିକ ସ୍ୱାର୍ଥ ଥିବା ବିଭିନ୍ନ ଆଞ୍ଚଳିକ ଓ ବୈଶ୍ୱିକ ବିକାଶ ପ୍ରସଙ୍ଗରେ ମଧ୍ୟ ଉଭୟ ମତ ରଖିଥିଲେ। ସ୍ଥିର, ନିରାପଦ ଏବଂ ନୀତିଭିତ୍ତିକ ଆନ୍ତର୍ଜାତିକ ବ୍ୟବସ୍ଥା ପ୍ରତି ଉଭୟେ ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକା
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅକ୍ଟୋବର ୨୦ ତାରିଖ ସୋମବାରର ରାଶିଫଳ, କଣ ରହିଛି ଆଜିର ଭାଗ୍ୟଫଳ

October 20, 2025

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025
Latest News

ଜାଣନ୍ତୁ ଅକ୍ଟୋବର ୨୦ ତାରିଖ ସୋମବାରର ରାଶିଫଳ, କଣ ରହିଛି ଆଜିର ଭାଗ୍ୟଫଳ

October 20, 2025

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.