Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏସ୍‌ ଲିଙ୍କ ସନ୍ଦେହ : ତାମିଲନାଡୁର ୪ଟି ସ୍ଥାନରେ ଏନ୍‌ଆଇଏର ଚଢାଉ
ଆଜିର ଖବର

ଆଇଏସ୍‌ ଲିଙ୍କ ସନ୍ଦେହ : ତାମିଲନାଡୁର ୪ଟି ସ୍ଥାନରେ ଏନ୍‌ଆଇଏର ଚଢାଉ

July 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଇଏସ୍‌ ଲିଙ୍କ ସନ୍ଦେହରେ ତାମିଲନାଡୁର ୪ଟି ସ୍ଥାନରେ ସର୍ଚ୍ଚ ଅପରେସନ୍‌ ଜାରି କରିଛି। ଗତ ମାସରେ କୋଏମ୍ବାଟୋରରେ ଗିରଫ ହୋଇଥିବା ୬ ଜଣଙ୍କ ନିକଟରୁ ମିଳିଥିବା ସୂଚନା ଆଧାରରେ ଏନ୍‌ଆଇଏ ପକ୍ଷରୁ ଏହି ଚଢାଉ କରାଯାଇଥିଲା। ପ୍ରାପ୍ତ ସୂଚନା ଅନୁଯାୟୀ ରବିବାର ସକାଳୁ ଏନ୍‌ଆଇଏର ଚାରିଟି ଟିମ୍‌ ସ୍ଥାନୀୟ ପୋଲିସ୍‌ ସହାୟତାରେ ଚେନ୍ନାଇର ଦୁଇଟି ଏବଂ ନାଗାପଟ୍ଟିନମ୍‌ର ଦୁଇଟି ସ୍ଥାନରେ ଚଢାଉ କରାଯାଇଥିଲା। ଏକ ମୁସ୍‌ଲିମ୍‌ ସଙ୍ଗଠନ ଓ୍ବାହାଦତ୍‌ ଏ ଇସ୍‌ଲାମ ଉପରେ ମଧ୍ୟ ଏନ୍‌ଆଇଏ ପକ୍ଷରୁ ଚଢାଉ କରାଯାଇଥିଲା। ଗିରଫ ହୋଇଥିବା ୬ଜଣଙ୍କର ଶ୍ରୀଲଙ୍କା ଇଷ୍ଟର ବିସ୍ଫୋରଣ ସହ ସମ୍ପର୍କ ରହିଥିବା ସମ୍ପର୍କରେ ଏନ୍‌ଆଇଏ ପକ୍ଷରୁ କୁହାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ସ୍ଥାୟୀକରଣ ଦାବିରେ ସରକାରଙ୍କୁ ଚେତାବନୀ, ଜୁଲାଇ ୧୦ରୁ ସାମୁହିକ ଛୁଟି ଧମକ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026

ଆନ୍ତଃଜିଲ୍ଲା ବାଇକ ଚୋର ଗ୍ୟାଙ୍ଗ ଠାବ; ୭ ଗିରଫ, ୯ ଚୋରି ବାଇକ ଜବତ

June 17, 2026

ବିଦ୍ୟୁତ୍ ଝଟକାରେ ଦୁଇ ଯାଆଙ୍କ ମୃତ୍ୟୁ, ଜଣେ ଆହତ

June 17, 2026

ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ

June 17, 2026
Latest News

ଚାକିରି ସ୍ଥାୟୀକରଣ ଦାବିରେ ସରକାରଙ୍କୁ ଚେତାବନୀ, ଜୁଲାଇ ୧୦ରୁ ସାମୁହିକ ଛୁଟି ଧମକ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026

ଆନ୍ତଃଜିଲ୍ଲା ବାଇକ ଚୋର ଗ୍ୟାଙ୍ଗ ଠାବ; ୭ ଗିରଫ, ୯ ଚୋରି ବାଇକ ଜବତ

June 17, 2026

ବିଦ୍ୟୁତ୍ ଝଟକାରେ ଦୁଇ ଯାଆଙ୍କ ମୃତ୍ୟୁ, ଜଣେ ଆହତ

June 17, 2026

ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ

June 17, 2026

ଅଶାନ୍ତ ବ୍ରହ୍ମପୁର : ନାବାଳକକୁ ପିଟିପିଟି ମାରିଦେଲେ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.