Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସର ନୂଆ ସଭାପତି ଭକ୍ତ ଦାସ ଘୋଷଣା କଲେ ନୂଆ କମିଟ, ଜାଣନ୍ତୁ କେଉଁମାନେ ଅଛନ୍ତି
ଆଜିର ଖବର

କଂଗ୍ରେସର ନୂଆ ସଭାପତି ଭକ୍ତ ଦାସ ଘୋଷଣା କଲେ ନୂଆ କମିଟ, ଜାଣନ୍ତୁ କେଉଁମାନେ ଅଛନ୍ତି

February 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସର ନୂଆ ସଭାପତି ଭକ୍ତ ଦାସ ଘୋଷଣା କଲେ ନୂଆ କମିଟର, ଜାଣନ୍ତୁ କେଉଁମାନେ ଅଛନ୍ତି

ଭୁବନେଶ୍ବର: ପ୍ରଦେଶ କଂଗ୍ରେସର ନୂଆ ସଭାପତି ଭକ୍ତ ଚରଣ ଦାସ ଆକ୍ସନ ମୁଡରେ କାମ ଆରମ୍ଭ କରିଛନ୍ତି। ପ୍ରଥମେ ସେ କଟକ ନେତା ମାନସ ଚୌଧୁରୀଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇଲେ। ଏହାପରେ ଆଜି ସଭାପତି ନୂଆ କମିଟର ନାମ ଘୋଷଣା କରିଛନ୍ତି। ତେବେ ଏହି କମିଟ ସଂକଳ୍ପ ପଦଯାତ୍ରାର ସଂଯୋଜନା କରିବେ। ଏଥିରେ 16 ଜଣ ସଦସ୍ୟ ରହିଛନ୍ତି।

ନୂଆଦିଲ୍ଲୀରୁ ସଭାପତି ଭକ୍ତ ଚରଣ ଦାସ ଫେରିବା ପରେ ଆସନ୍ତା 18 ତାରିଖରେ ଏକ ସଂକଳ୍ପ ପଦଯାତ୍ରା କରାଯିବ। ଏଥିରେ ଏକ ବଡ ଶୋଭାଯାତ୍ରା ଭୁବନେଶ୍ବର ବିମାନ ବନ୍ଦରରୁ ପୁରୀ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଯିବ। ସେହି ଶୋଭାଯାତ୍ରାର ପରିଚାଳନା ପାଇଁ ଭକ୍ତ ଦାସ ଏହି କମିଟ ଗଠନ କରିଛନ୍ତି।

 

Bhakta Das Congress କଂଗ୍ରେସ ପଦଯାତ୍ରା ଭକ୍ତ ଦାସ ସଂକଳ୍ପ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.