Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାସ୍ତା ମଝିରେ ଜଳିଗଲା ଚଳନ୍ତା କାର୍: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଆଜିର ଖବର

ରାସ୍ତା ମଝିରେ ଜଳିଗଲା ଚଳନ୍ତା କାର୍: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

February 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଆର୍ ସି ଏମ୍ ଛକ ନିକଟରେ ଏକ ଯାତ୍ରୀବାହୀ କାରରେ ହଠାତ ନିଆଁ ଲାଗିଯାଇଛି। କାରଟି ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନାରୁ ଫେରୁଥିବା ବେଳେ ଏଭଳି ଅଘଟଣା ଘଟିଛି। ହିଞ୍ଜିଳି ଆର୍ ସି ଏମ୍ ଛକ ନିକଟରେ କାର୍ ସମ୍ମୁଖରେ ଧୁଆଁ ବାହାରୁଥିବା ଦେଖି ଗାଡ଼ିକୁ ଡ଼୍ରାଇଭର ତୁରନ୍ତ ଅଟକାଇଦେଇଥିଲେ। ପ୍ରଥମେ ଯାତ୍ରୀ ମାନଙ୍କୁ ସେ କାରରୁ ଓହ୍ଲାଇ ଦେଇଥିଲେ ଓ ପରେ ଦେଖୁ ଦେଖୁ ଇଞ୍ଜିନରୁ ନିଆଁ ବାହାରି ଗାଡ଼ିଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା।

ପରବର୍ତ୍ତୀ ସମୟରେ ହିଞ୍ଜିଳି ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଗାଡ଼ିରେ ବସିଥିବା ଯାତ୍ରୀ ମାନେ ବିପଦ ମୁକ୍ତ ହୋଇପାରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Latest News

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.