Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୋଡୋ ସମ୍ପ୍ରଦାୟକୁ ସଶକ୍ତ କରିବା ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି କେନ୍ଦ୍ର ଓ ଆସାମର ସରକାର: ପ୍ରଧାନମନ୍ତ୍ରୀ
ଆଜିର ଖବର

ବୋଡୋ ସମ୍ପ୍ରଦାୟକୁ ସଶକ୍ତ କରିବା ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି କେନ୍ଦ୍ର ଓ ଆସାମର ସରକାର: ପ୍ରଧାନମନ୍ତ୍ରୀ

February 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୁଆଦିଲ୍ଲୀ: ଫେବୃଆରୀ ୧୭ରେ କୋକରାଝାରେ ଅନୁଷ୍ଠିତ ହେବାକୁ ଥିବାଐତିହାସିକ ଏକ ଦିନିଆ ସ୍ୱତନ୍ତ୍ର ବିଧାସନଭା ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି।

ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ କେନ୍ଦ୍ର ଏବଂ ଆସାମର ଏନ୍‌ଡିଏ ସରକାର ବୋଡୋ ସମ୍ପ୍ରଦାୟକୁ ସଶକ୍ତ କରିବା ଏବଂ ବୋଡୋ ଆକାଂକ୍ଷାଗୁଡିକୁ ପୂରଣ କରିବା ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି। ଆଗାମୀ ଦିନରେ ଏହି କାର୍ଯ୍ୟଗୁଡିକ ଅଧିକ ଉତ୍ସାହର ସହିତ ଜାରି ରହିବ।

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ସରମାଙ୍କ ଦ୍ୱାରାକୋକରାଝାରରେ ଏକ ଦିନିଆ ବିଧାନସଭା ଅଧିବେଶନ ସମ୍ପର୍କରେ ଏକ୍ସରେ କରାଯାଇଥିବା ଘୋଷଣା ଉପରେ ଏକ ପୋଷ୍ଟର ଉତ୍ତରଦେଇ ଶ୍ରୀ ମୋଦୀ ଲେଖିଛନ୍ତି:

“ଉଭୟ କେନ୍ଦ୍ର ଏବ ଆସାମର ଏନ୍‌ଡିଏ ସରକାର, ବୋଡୋସମ୍ପ୍ରଦାୟକୁ ସଶକ୍ତ କରିବା ଏବଂ ବୋଡୋ ଆକାଂକ୍ଷାଗୁଡିକୁ ପୂରଣକରିବା ପାଇଁ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି। ଆଗାମୀ ଦିନରେ ଏହିକାର୍ଯ୍ୟଗୁଡିକ ଅଧିକ ଉତ୍ସାହର ସହିତ ଜାରି ରହିବ।

ମୁଁ କୋକରାଝାରକୁ କରିଥିବା ମୋର ଯାତ୍ରାକୁ ମନେ ପକାଉଛି, ଯେଉଁଠାରେ ମୁଁ ଜୀବନ୍ତ ବୋଡୋ ସଂସ୍କୃତି ଦେଖିଥିଲି।”

BJP Ads
ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କଳିଙ୍ଗ ଷ୍ଟାଡିୟମରେ 17 ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ

November 4, 2025

କଟକରେ ଡିଜିଟାଲ ଲାଇଫ ସାର୍ଟିଫିକେଟ ଅଭିଯାନ ୪.୦ ଅନୁଷ୍ଠିତ

November 4, 2025

ଆଜି ନଭେମ୍ବର ୪ ତାରିଖ ମଙ୍ଗଳବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

November 4, 2025

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025
BJP Ads
Latest News

କଳିଙ୍ଗ ଷ୍ଟାଡିୟମରେ 17 ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ

November 4, 2025

କଟକରେ ଡିଜିଟାଲ ଲାଇଫ ସାର୍ଟିଫିକେଟ ଅଭିଯାନ ୪.୦ ଅନୁଷ୍ଠିତ

November 4, 2025

ଆଜି ନଭେମ୍ବର ୪ ତାରିଖ ମଙ୍ଗଳବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

November 4, 2025

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.