Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Odisha Budget: ମୁଖ୍ୟମନ୍ତ୍ରୀ ଗୃହରେ ଉପସ୍ଥାପିତ କଲେ ରାଜ୍ୟ ବଜେଟ, ଏଥର ୨ଲକ୍ଷ ୯୦ହଜାର କୋଟି ଟଙ୍କା
ଆଜିର ଖବର

Odisha Budget: ମୁଖ୍ୟମନ୍ତ୍ରୀ ଗୃହରେ ଉପସ୍ଥାପିତ କଲେ ରାଜ୍ୟ ବଜେଟ, ଏଥର ୨ଲକ୍ଷ ୯୦ହଜାର କୋଟି ଟଙ୍କା

February 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Budget25
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥାପିତ କଲେ ରାଜ୍ୟ ବଜେଟ, ଏଥର ପରିମାଣ ୨ଲକ୍ଷ ୯୦ହଜାର କୋଟି ଟଙ୍କା

Odisha Budget: ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ୨୦୨୫-୨୬ ବର୍ଷ ପାଇଁ ବଜେଟ ଉପସ୍ଥାପିତ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ଏଥିରେ କୃଷି ପାଇଁ ୩୭,୮୩୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଏଥିରେ ଯାହା ରହିଛି ତାହା ହେଲା..

1- ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପାଇଁ ୨୦୨୦ କୋଟି

2- ଶ୍ରୀ ଅନ୍ନ ପାଇଁ ୬୦୦ କୋଟି ଟଙ୍କା

3-ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ପାଇଁ ୧୬୪ କୋଟି ଟଙ୍କା

4- ହୀରାକୁଦ ଡ୍ୟାମର ନବୀକରଣ ପାଇଁ ୮୫୦ କୋଟି ଟଙ୍କା

5- ଶୀତଳ ଭଣ୍ଡାର ୟୁନିଟ୍ ପାଇଁ ୨୫୨ କୋଟି ଟଙ୍କାର ଆର୍ଥିକ ସହାୟତା ବ୍ୟୟବରାଦ କରିଛନ୍ତି।

Odisha Budget ଓଡିଶା ବଜେଟ ଓଡିଶା ବଜେଟ 2025 ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗୀ ସରକାରଙ୍କ ଐତିହାସିକ ନିଷ୍ପତ୍ତି: ପୂର୍ବ ପାକିସ୍ତାନର ପରିବାରକୁ ଭୂମି ଅଧିକାର, ୧୦ ହଜାର ପରିବାରରେ ଖୁସି

July 22, 2025

ଆଜିଠାରୁ ଆରମ୍ଭ ହେବ ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍ MPV ର ବୁକିଂ, ଜାଣନ୍ତୁ ମୂଲ୍ୟ

July 22, 2025

ଏପଟେ ନୂତନ ସଭାପତି ଆବଶ୍ୟକ, ସେପଟେ ଇସ୍ତଫା ଦେଲେ ଉପରାଷ୍ଟ୍ରପତି: ଏବେ କ’ଣ କରିବ ବିଜେପି?

July 22, 2025

ଆମେରିକାର ଟି-ମୋବାଇଲକୁ ପଛରେ ପକାଇ ବିଶ୍ୱରେ ଏକ ନମ୍ବର ହେଲା ଜିଓ

July 22, 2025
Latest News

ଯୋଗୀ ସରକାରଙ୍କ ଐତିହାସିକ ନିଷ୍ପତ୍ତି: ପୂର୍ବ ପାକିସ୍ତାନର ପରିବାରକୁ ଭୂମି ଅଧିକାର, ୧୦ ହଜାର ପରିବାରରେ ଖୁସି

July 22, 2025

ଆଜିଠାରୁ ଆରମ୍ଭ ହେବ ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍ MPV ର ବୁକିଂ, ଜାଣନ୍ତୁ ମୂଲ୍ୟ

July 22, 2025

ଏପଟେ ନୂତନ ସଭାପତି ଆବଶ୍ୟକ, ସେପଟେ ଇସ୍ତଫା ଦେଲେ ଉପରାଷ୍ଟ୍ରପତି: ଏବେ କ’ଣ କରିବ ବିଜେପି?

July 22, 2025

ଆମେରିକାର ଟି-ମୋବାଇଲକୁ ପଛରେ ପକାଇ ବିଶ୍ୱରେ ଏକ ନମ୍ବର ହେଲା ଜିଓ

July 22, 2025

ନ୍ୟୁବର୍ଗ ପଲ୍‌ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.