Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ବଜେଟ-୨୦୨୫: ରାଜ୍ୟର ସବୁ ରାଜପଥ ହେବ ୪ ଲେନ୍‌, ୬ ଲେନ୍‌ ହେବ ବ୍ରହ୍ମପୁର-ଜୟପୁର ରୋଡ୍‌
ଆଜିର ଖବର

ଓଡ଼ିଶା ବଜେଟ-୨୦୨୫: ରାଜ୍ୟର ସବୁ ରାଜପଥ ହେବ ୪ ଲେନ୍‌, ୬ ଲେନ୍‌ ହେବ ବ୍ରହ୍ମପୁର-ଜୟପୁର ରୋଡ୍‌

February 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ବଜେଟ ଉପସ୍ଥାନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଏଥର ରାଜ୍ୟର ସବୁ ରାଜପଥ ୪ ଲେନ୍‌ କରାଯିବ। ଏଥିପାଇଁ ସ୍ୱତନ୍ତ୍ର ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ ହୋଇଛି।

ଏହି କ୍ରମରେ ମୋଟ ୭୭ ହଜାର କିଲୋମିଟର ରାସ୍ତା ତିଆରି ହେବ। ପ୍ରଥମେ ରାଜଧାନୀ ଭୁବନେଶ୍ୱରରେ ସିଟି ରୋଡ୍‌ ପରିକଳ୍ପନା ହୋଇଛି। ଏଥିପାଇଁ ୧୩ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ସରକାର। ପୁରା ଓଡ଼ିଶାରେ ରାସ୍ତାର ବିକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି।

ସେହିଭଳି ବ୍ରହ୍ମପୁର-ଜୟପୁର ରୋଡ୍‌ ୬ ଲେନ୍‌ ହେବ। ଶିଳ୍ପ ଅଞ୍ଚଳକୁ ୬ ଲେନ୍‌ ବିଶିଷ୍ଟ କରାଯିବ। କେନ୍ଦୁଝରର ଅର୍ଥନୈତିକ ବିକାଶ ଦିଗରେ କାମ କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ଏହି କ୍ରମରେ କେନ୍ଦୁଝର ବଡବିଲ୍‌ରେ ରିଙ୍ଗ୍‌ ରୋଡ୍‌ ହେବ। କାମରେ ସ୍ବଚ୍ଛତା ରହିବାକୁ କମିଟି ଗଠନ ହେଉଛି। ରାଜ୍ୟବ୍ୟାପି ମୁଖ୍ୟମନ୍ତ୍ରୀ ବସ୍‌ ସେବା ପାଇଁ ଅର୍ଥ ମଞ୍ଜୁର ହୋଇଛି। ଏହି ଅର୍ଥରେ ରାଜ୍ୟରେ ନୂଆ ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। କିଛି ସ୍ଥାନରେ କେବଳ ମହିଳା ବସ୍‌ ଚଲାଇବାକୁ ବି ନିଷ୍ପତ୍ତି ହୋଇଛି।

Budget 2025 Odisha Budget ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.